• About Us
  • Contact Us
Monday, February 9, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ, ହସପିଟାଲରେ ହେଲେ ଭର୍ତ୍ତି

by Voice of Victims
February 9, 2026
in ଦେଶ ବିଦେଶ, ମୁଖ୍ୟ ଖବର, ସମସ୍ୟା
ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ, ହସପିଟାଲରେ ହେଲେ ଭର୍ତ୍ତି

ମୁମ୍ବାଇ : ବିଗିଡ଼ିଲା ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା । ପୁଣେର ଏକ ଘରୋଇ ହସପିଟାଲରେ ଶରଦ ପାୱାର ଭର୍ତ୍ତି ହୋଇଛନ୍ତି । ଅଜିତ ପାୱାରଙ୍କ ନିଧନ ପରେ ନିର୍ବାଚନ ପାଇଁ ଗତ କିଛିଦିନ ହେଲାଣି ଶରଦ ପାୱାର ମୁମ୍ବାଇ, ପୁଣେ ଏବଂ ବାରାମତି ଗସ୍ତ କରୁଥିଲେ । ପାର୍ଟିର କାର୍ଯ୍ୟକର୍ତ୍ତା ମଧ୍ୟ ଲଗାତାର ସେମାନଙ୍କ ସହିତ ସାକ୍ଷାତ କରୁଥିଲେ । ଏହାରି ଭିତରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଛି । ଜ୍ବର ଏବଂ ଗଳାରେ ସଂକ୍ରମଣ ଯୋଗୁଁ ହସିଟାଲରେ ଆଡମିଟ୍ ହୋଇଥିବା ଜଣାପଡିଛି ।

ଖବର ମୁତାବକ, ଆଜି ସକାଳେ ଶରଦ ପାୱାରଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବାରୁ ହସପିଟାଲରେ ଭର୍ତ୍ତି କରାଯାଇଥିଲା । ପୁଣେର ଏକ ଘରୋଇ ହସପିଟାଲରେ ଡାକ୍ତର ଯାଞ୍ଚ ପରେ ସେ ହସପିଟାଲରେ ରହିବେ କି ବାସଭବନକୁ ଫେରିବେ ତାହା ଜଣାପଡିବ । ଶରଦ ପାୱାରଙ୍କୁ ୭୫ ବର୍ଷ ପୁରିଲାଣି । ଏତେ ବୟସରେ ମଧ୍ୟ ରାଜନୀତିରେ ବେଶ୍ ସକ୍ରିୟ ରହିଛନ୍ତି । ନିଜ ପାର୍ଟି ପାଇଁ ନିର୍ବାଚନ ପ୍ରଚାର ମଧ୍ୟକରୁଛନ୍ତି । ତାଙ୍କ ସୁସ୍ଥ କାମନା କରିଛନ୍ତି ଫ୍ୟାନ୍ସ ।

Post Views: 11
Share197Tweet123Send
Voice of Victims

Voice of Victims

Recent Posts

  • ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ, ହସପିଟାଲରେ ହେଲେ ଭର୍ତ୍ତି
  • ପାକିସ୍ତାନକୁ ବଡ଼ ଝଟକା ଦେଲା ଆଇସିସି: ପ୍ରତ୍ୟାଖ୍ୟାନ କଲା ସମସ୍ତ ଦାବି
  • ଧାନ କିଣାରେ ଅବ୍ୟବସ୍ଥା, ବିଜେପି ସରକାରଙ୍କୁ ନବୀନଙ୍କ ତୀବ୍ର ସମାଲୋଚନା
  • ବଳଭଦ୍ରପୁର ଯୁବକ ସଙ୍ଘ ଆନୁକୂଲ୍ୟରେ ମାଗଣା ଫିଜିଓଥେରାପି ଶିବିର ଅନୁଷ୍ଠିତ
  • ପତଞ୍ଜଳି ଯୋଗ କେନ୍ଦ୍ରର ବାର୍ଷିକ ଉତ୍ସବ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In