• About Us
  • Contact Us
Sunday, May 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ମହମ୍ମଦ ମୋକିମଙ୍କୁ ଝଟକା: ବିଧାୟକ ପଦକୁ ଅସିଦ୍ଧ ଘୋଷଣା କଲେ ଓଡିଶା ଉଚ୍ଚ ନ୍ୟାୟାଳୟ

by Voice of Victims
March 4, 2024
in ମୁଖ୍ୟ ଖବର, ରାଜ୍ୟ
ମହମ୍ମଦ ମୋକିମଙ୍କୁ ଝଟକା: ବିଧାୟକ ପଦକୁ ଅସିଦ୍ଧ ଘୋଷଣା କଲେ ଓଡିଶା ଉଚ୍ଚ ନ୍ୟାୟାଳୟ

ଭୁବନେଶ୍ଵର: ନିର୍ବାଚନୀ ଅନିୟମିତତା ମାମଲାରେ କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କୁ ଓଡିଶା ଉଚ୍ଚ ନ୍ୟାୟାଳୟରୁ ଝଟକା ଲାଗିଛି। ବିଧାୟକ ପଦକୁ ଓଡିଶା ଉଚ୍ଚ ନ୍ୟାୟଳୟ ଅସିଦ୍ଧ ଘୋଷଣା କରିଛନ୍ତି। ୨୦୧୯ ନିର୍ବାଚନରେ ସେ ମିଥ୍ୟା ସତ୍ୟପାଠ ଦାଖଲ କରିଥିବା ଅଭିଯୋଗ ହୋଇଥିଲା। ବିଜେଡି ବିଧାୟକ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟଙ୍କ ପକ୍ଷରୁ ଏନେଇ ଅଭିଯୋଗ ହୋଇଥିଲା। ଏହି ମାମଲାର ଆଜି ଶୁଣାଣୀ କରି ମହମ୍ମଦ ମୋକିମଙ୍କ ବିଧାୟକ ପଦାକୁ ଉଚ୍ଚ ନ୍ୟାୟାଳୟ ଅସିଦ୍ଧ ଘୋଷଣା କରିଛନ୍ତି।

Post Views: 70
Share198Tweet124Send
Voice of Victims

Voice of Victims

Recent Posts

  • ‘ନବୀନ ନିବାସ’ ସାମ୍ନାରୁ ହଟିବ ବ୍ୟାରିକେଡ୍‌ ! ହାଇକୋର୍ଟଙ୍କ ଅସନ୍ତୋଷ ପରେ ତତ୍ପର ପୂର୍ତ୍ତ ବିଭାଗ
  • ବଙ୍ଗଳା ପୋଲିସର ବଡ ପଦକ୍ଷେପ: ମମତା ବାନାର୍ଜୀ ଏବଂ ଅଭିଷେକ ବାନାର୍ଜୀଙ୍କୁ କଲା ଅନଫଲୋ
  • ନୂଆ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାପ୍ , CDS ନିଯୁକ୍ତ କଲେ କେନ୍ଦ୍ର ସରକାର
  • ପଶ୍ଚିମବଙ୍ଗରେ ପ୍ରଥମ ସରକାର ଗଠନ କଲା ବିଜେପି: ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ
  • ବିଜୟଙ୍କ ଟିଭିକେକୁ ସମର୍ଥନ ଜଣାଇଲା ସିପିଆଇ, ସିପିଏମ୍ ଏବଂ ଭିସିକେ, ମୁଖ୍ୟମନ୍ତ୍ରୀ ହେବ ବିଜୟ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In