• About Us
  • Contact Us
Thursday, August 27, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ହାତୀକୁ ତୀର ମାଡ଼

by Voice of Victims
November 3, 2024
in ମୁଖ୍ୟ ଖବର, ରାଜ୍ୟ
ହାତୀକୁ ତୀର ମାଡ଼

ଭୁବନେଶ୍ବର: କଟକ ଜିଲ୍ଲା ନରସିଂହପୁର ବ୍ଲକ ଅନ୍ତର୍ଗତ ଶେରମୁଣ୍ଡା ବିଟ୍ ରଘୁପାଣି ବନ୍ଧ ନିକଟରେ ଏକ ହାତୀକୁ ତୀର ମାଡ଼ ହୋଇଛି। ହାତୀଟି ଦେହରେ ୨ଟି ତୀର ବାଜିଛି। ହାତୀଟିର ଦେହରେ ଗଭୀର କ୍ଷତ ହୋଇଛି। ତାର ଅବସ୍ଥା ଗୁରୁତର ରହିଛି। ହାତୀଟିକୁ ତୀର ମାଡ଼ ହୋଇଥିବା ସ୍ଥାନୀୟ ଲୋକେ ଦେଖି ବନ ବିଭାଗକୁ ଜଣାଇଥିଲେ। ପରେ ହାତୀଟିର ଚିକିତ୍ସା ପାଇଁ ଢେଙ୍କାନାଳ ଓ ନନ୍ଦନକାନନ ଟିମ୍ ପହଞ୍ଚିଛି। ଅନ୍ୟପକ୍ଷରେ ବନ ବିଭାଗ ହାତୀକୁ ଟ୍ରାଙ୍କୁଲାଇଜ୍ କରିବା ପାଇଁ ଉଦ୍ୟମ ଚଳାଇଛି। ଟ୍ରାଙ୍କୁଲାଇଜ୍ ପରେ ହାତୀଟିର ଚିକିତ୍ସା କରାଯିବ ବୋଲି ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଅନ୍ୟପକ୍ଷରେ କେହି ଶିକାରୀ ହାତୀଟିକୁ ତୀରମାଡ଼ କରିଥିବା ସନ୍ଦେହ କରୁଛି ବନ ବିଭାଗ। 

Post Views: 88
Share199Tweet124Send
Voice of Victims

Voice of Victims

Recent Posts

  • ଦୁର୍ଘଟଣାରେ ଜୀବନ ହାରିଲେ ପୂର୍ବତନ ସରପଞ୍ଚ ତଥା ପିଇଓ ମୁନେସ ପ୍ରଧାନରଣପୁର ଅଞ୍ଚଳରେ ଶୋକର ଛାୟା; ଭେରୁପଡ଼ା ଛକ ନିକଟରେ ଡିସ୍କଭର ଧକ୍କାରେ ଗୁରୁତର ଆହତ ହୋଇଥିଲେ
  • ରକ୍ଷା ବନ୍ଧନର ଅଵ୍ୟବାହିତ ପୂର୍ବରୁ ଜିଲ୍ଲାର ବିଭିନ୍ନ ପ୍ରଶାସନିକ ଅଧିକାରୀଙ୍କ ହାତରେ ରାକ୍ଷୀ ବାନ୍ଧିଲେ ପୁରୀର କିଶୋରୀ ବାଳିକା ମାନେ
  • କୃତ୍ରିମ ବୁଦ୍ଧିମତା ଓ ମାନବିକୀ ବିଜ୍ଞାନ ମଧ୍ୟରେ ସେତୁ ସ୍ଥାପନ ପାଇଁ ସୋଆରେ କମର୍ଶାଳା
  • ବିଦେଶୀ ଛାତ୍ରଛାତ୍ରୀଙ୍କ ପାଇଁ ସୋଆରେ ସ୍ୱତନ୍ତ୍ର ଗ୍ରାଜୁଏସନ୍‌ ସମାରୋହ
  • ଗ୍ରାମୀଣ ଜୀବନ ଓ କୃଷି ସମସ୍ୟାର ସମାଧାନ ନେଇ ସୋଆ ଛାତ୍ରଛାତ୍ରୀଙ୍କ ଅଭିନବ ପ୍ରୟାସ, ଗ୍ରାମୀଣ କୃଷି କାର୍ଯ୍ୟାନୁଭୂତି (ରାୱେ) ଅଧୀନରେ ଗ୍ରାମ ସଂଯୋଗୀକରଣ କାର୍ଯ୍ୟକ୍ରମ-୨୦୨୬ ସଂପନ୍ନ: ୧୧ଟି ଗ୍ରାମରେ ୩୨ ପ୍ରଶିକ୍ଷଣ ଓ ୧୬ ସଚେତନତା କାର୍ଯ୍ୟକ୍ରମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In