• About Us
  • Contact Us
Wednesday, April 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିଲେ ସିକ୍କିମ ମୁଖ୍ୟମନ୍ତ୍ରୀ

by Voice of Victims
August 28, 2025
in ଆଞ୍ଚଳିକ ଖବର, ଦେଶ ବିଦେଶ, ମୁଖ୍ୟ ଖବର, ସମସ୍ୟା
ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିଲେ ସିକ୍କିମ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିଲେ ସିକ୍କିମ ମୁଖ୍ୟମନ୍ତ୍ରୀ ପ୍ରେମ୍ ସିଂ ତମାଙ୍ଗ। ରାଜ୍ୟ ଅତିଥି ଭବନଠାରେ ସିକ୍କିମ ମୁଖ୍ୟମନ୍ତ୍ରୀ ପ୍ରେମ୍ ସିଂ ତମାଙ୍ଗଙ୍କ ସୌଜନ୍ୟମୂଳକ ସାକ୍ଷାତ କରିଚନ୍ତି  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ଏହି ସାକ୍ଷାତକାରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରେମ୍ ସିଂ ତମାଙ୍ଗଙ୍କୁ ରୂପାର କୋଣାର୍କ ଚକ୍ର ଉପହାର ପ୍ରଦାନ କରିଥିଲେ । ଏବଂ ସିକ୍କିମ୍ ମୁଖ୍ୟମନ୍ତ୍ରୀ ପ୍ରେମ୍ ସିଂ ତମାଙ୍ଗ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଏକ ପାରମ୍ପରିକ ବୌଦ୍ଧ ଧାର୍ମିକ ଚିତ୍ର (ଥାଂଗକା) ଉପହାର ଦେଇଛନ୍ତି।

Post Views: 279
Share218Tweet136Send
Voice of Victims

Voice of Victims

Recent Posts

  • ଡିଜିସିଏର ନୂଆ ଡିଜି ହେଲେ ବୀର ବିକ୍ରମ ଯାଦବ, ଶ୍ରୀମନ୍ଦିରର ଥିଲେ ମୁଖ୍ୟ ପ୍ରଶାସକ
  • ବଢ଼ିଲା ଧାନ କିଣା ଡେଡଲାଇନ, ୭ ଦିନ ପାଇଁ ଖରିଫ ଧାନକିଣା ଅବଧି ବଢ଼ାଇଲେ ରାଜ୍ୟ ସରକାର
  • ଆଜିଠାରୁ ପେଟ୍ରୋଲ ପମ୍ପରେ E 20 ପେଟ୍ରୋଲ ବାଧ୍ୟତାମୂଳକ, ପେଟ୍ରୋଲ ନିର୍ଭରଶୀଳତା କମିବ
  • ସାମ୍ବାଦିକଙ୍କ ମାତୃ ବିୟୋଗ
  • ରଣପୁରରେ ସ୍ୱ-ଜନଗଣନା ଅଭିଯାନକୁ ନେଇ ତହସିଲଦାରଙ୍କ ସଚେତନତା ପ୍ରଚେଷ୍ଟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In