• About Us
  • Contact Us
Thursday, March 26, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

କଣ୍ଠଶିଳ୍ପୀ ହ୍ୟୁମାନ ମୃତ୍ୟୁ ମାମଲା; ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ଅର୍ପିତା ଚୌଧୁରୀ

by Voice of Victims
December 30, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
କଣ୍ଠଶିଳ୍ପୀ ହ୍ୟୁମାନ ମୃତ୍ୟୁ ମାମଲା; ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ଅର୍ପିତା ଚୌଧୁରୀ

କଟକ : କଣ୍ଠଶିଳ୍ପୀ ହ୍ୟୁମାନ ସାଗର ମୃତ୍ୟୁ ମାମାଲାରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ । ହାଇକୋର୍ଟରେ ଆଗୁଆ ଜାମିନ ପାଇଁ ଅର୍ପିତା ଆବେଦନ କରିଛନ୍ତି । ପୂର୍ବରୁ ଏହି ମାମଲାରେ ସୋମେଶ ଶତପଥୀ ଆଗୁଆ ଜାମିନ ଆବଦେନ କରିଥିଲେ । ହ୍ୟୁମାନ ସାଗରଙ୍କ ମୃତ୍ୟୁ ମମାଲା ରେ କଟକ ମର୍କତ ନଗର ଥାନାରେ ୯ ଜଣଙ୍କ ନାଁରେ ରୁଜୁ ହୋଇଛି ମାମଲା । ହ୍ୟୁମାନଙ୍କ ମାଆ ଶେଫାଳି ସୁନାଙ୍କ ଅଭିଯୋଗ ଆଧାରରେ ମର୍କତ ନଗର ଥାନାରେ ରୁଜୁ ମାମଲାର ତଦନ୍ତ କରୁଛି କମିଶନରେଟ ପୋଲିସ ।

ଷଡ଼ଯନ୍ତ୍ର କରି ହ୍ୟୁମାନଙ୍କୁ ବିଷ ଦେଇ କିମ୍ବା ଶାରୀରିକ କ୍ଷତି ପହଞ୍ଚାଇ ହତ୍ୟା କରାଯାଇଥିବା ଶେଫାଳି ସୁନା ଆଶଙ୍କା କରିଛନ୍ତି । ୮ପୃଷ୍ଠାର ଏତଲାରେ ହ୍ୟୁମାନଙ୍କ ପତ୍ନୀ ଶ୍ରେୟା ମିଶ୍ର, କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ, ମ୍ୟାନେଜର ଦିନେଶ ବେହେରା, ପ୍ରଶାନ୍ତ ବେହେରା, ସୋମେଶ ଶତପଥୀ ଏବଂ ଡାକ୍ତର ଶୁଭେନ୍ଦୁ ମିଶ୍ରଙ୍କଙ୍କ ବିରୋଧରେ ତଦନ୍ତ ପାଇଁ ଏତଲାରେ ଦାବି କରିଛନ୍ତି ।

Post Views: 35
Share198Tweet124Send
Voice of Victims

Voice of Victims

Recent Posts

  • ଭାରତୀୟ ରେଳର ବଡ଼ ଉପହାର: ଆଜୀବନ ମାଗଣା ଟ୍ରେନ ଯାତ୍ରା କରିବେ ବୀରତ୍ଵ ପଦକ ବିଜେତା
  • ବଢ଼ିବନି ବିଧାୟକଙ୍କ ଦରମା, ପ୍ରତ୍ୟାହାର ହେଲା ଦରମା ବୃଦ୍ଧି ବିଲ
  • ଓଡ଼ିଶା କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସୀ ଖବର, ଡିସେମ୍ବର ୨୪ରେ ଶ୍ରୀଲଙ୍କା ସହ କଟକରେ ଖେଳିବ ଭାରତ
  • ଭୁବନେଶ୍ୱର-କଟକରେ ପ୍ରବଳ ଝଡ଼ବର୍ଷା, ବଜ୍ରପାତ ସହ କୁଆପଥର ବୃଷ୍ଟି
  • ରାମନବମୀ ପାଇଁ ଦୁଇ ଦିନ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ, ଛୁଟି ଘୋଷଣା କଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In