• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଓଲଟିଲା ବସ, ଚାଲିଗଲା ଜଣଙ୍କ ଜୀବନ

by Voice of Victims
January 10, 2025
in ଆଞ୍ଚଳିକ ଖବର, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଓଲଟିଲା ବସ, ଚାଲିଗଲା ଜଣଙ୍କ ଜୀବନ

ରଣପୁର (ଭିଓଭି) : ରଣପୁର ବ୍ଲକ ଖଣ୍ଡିସି ଛକ ନିକଟରେ ଥିବା ବ୍ରିଜରେ ଗତକାଲି ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟି ଜଣଙ୍କର ମୃତ୍ୟୁବରଣ କରିଥିବା ଜଣାପଡିଛି । ନୟାଗଡ଼ରୁ ଓଡି-୦୨-ଏ.ଏଫ.-୪୮୪୯ ନମ୍ବର ବିଶିଷ୍ଟ ଇଣ୍ଡିଆନ ନାମକ ଘରୋଇ ଯାତ୍ରିବାହୀ ବସଟି ଭାରସାମ୍ୟ ହରାଇ ବ୍ରିଜରେ ଧକାଦେଇ ବ୍ରିଜ ତଳକୁ ଖସି ପଡିଥିଲା । ସେହି ବସରେ ୪୦ରୁ ଅଧିକ ଯାତ୍ରୀ ନୟାଗଡ଼ ଗୁଣ୍ଠୁଣିରୁ ବ୍ରହ୍ମପୁର ଅଭିମୁଖେ ଯାତ୍ରା କରୁଥିବା ବେଳେ ଏଭଳି ଦୁର୍ଘଟଣା ଘଟିଥିଲା । ବ୍ରିଜଟି ଅଣ-ଓସାରିଆ ଓ ମୋଡ଼ଣି ଥିବାରୁ ବାରମ୍ବାର ଦୁର୍ଘଟଣା ଘଟି ଧନ ଜୀବନ କ୍ଷୟକ୍ଷତି ହେଉଥିବା ଅଭିଯୋଗ ହେଉଛି । ତୁରନ୍ତ ପ୍ରଶାସନ ଦୃଷ୍ଟି ଦେଇ ବ୍ରିଜଟିକୁ ଓସାରିଆ କରିବା ପାଇଁ ଦାବି ହେଉଛି । ଘଟଣା ସ୍ଥଳରେ ଚାନ୍ଦପୁର ପୋଲିସ, ରଣପୁର ପୋଲିସ, ରଣପୁର ଦମକଳ ବାହିନୀ ଓ ଟାଙ୍ଗୀ ଦମକଳ ବାହିନୀର ମିଳିତ ଉଦ୍ୟମରେ ଉଦ୍ଧାର କାର୍ଯ୍ୟ ଜାରି ରହିଥିଲା । ଏଥିରେ ଜଣ ଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ଦୁର୍ଘଟଣାର କାରଣ ସମ୍ବନ୍ଧରେ ପୋଲିସ ତଦନ୍ତ ଜାରି ରଖିଛି ।

Post Views: 53
Tags: Sit upside down
Share199Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In