• About Us
  • Contact Us
Tuesday, February 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ବରିଷ୍ଠ ଆଇଏଏସ ସ୍ତରରେ ଅଦଳବଦଳ: ସଂଜୟ ସିଂଙ୍କୁ ଖାଦ୍ୟ ଯୋଗାଣ ବିଭାଗର ଅତିରିକ୍ତ ଦାୟିତ୍ବ

by Voice of Victims
November 9, 2024
in ମୁଖ୍ୟ ଖବର, ରାଜ୍ୟ
ବରିଷ୍ଠ ଆଇଏଏସ ସ୍ତରରେ ଅଦଳବଦଳ: ସଂଜୟ ସିଂଙ୍କୁ ଖାଦ୍ୟ ଯୋଗାଣ ବିଭାଗର ଅତିରିକ୍ତ ଦାୟିତ୍ବ

ଭୁବନେଶ୍ବର: ଆଜି ରାଜ୍ୟ ସରକାର ଆଇଏଏସ ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ସେହି ଅନୁସାରେ ଯେଉଁ ଅଦଳବଦଳ ହୋଇଛି ତାହା ହେଲା – ଦେଓରଂଜନ କୁମାର ସିଂ- ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନ ସହିତ ସେ ଓଡିଶା ଜଙ୍ଗଲ ଉନ୍ନୟନ ନିଗମର ଅଧ୍ୟକ୍ଷ ରହିବେ।  ବିଶାଳ କୁମାର ଦେବ- ସୂଚନା ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ସହିତ ତାଙ୍କୁ ଶକ୍ତି ବିଭାଗର ଅତିରିକ୍ତ ଦାୟିତ୍ବ ପ୍ରଦାନ, ସଞ୍ଜୟ କୁମାର ସିଂ- ଗ୍ରାମ୍ୟ ଉନ୍ନୟନ, ସୂଚନା ଓ ଲୋକସଂପର୍କ ବିଭାଗ ସହିତ ତାଙ୍କୁ ଅତିରିକ୍ତ ଭାବେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ,  ଭାସ୍କର ଜ୍ୟୋତି ଶର୍ମା- କ୍ରୀଡା ଓ ଯୁବ ବ୍ୟାପାର ସହିତ ତାଙ୍କୁ ଓପିଟିସିଏଲ ଅଧ୍ୟକ୍ଷ ଭାବେ ଅତିରିକ୍ତ, ଗିରିଶ ଏସ ଏନ- କେନ୍ଦ୍ରୀୟ ଡେପୁଟେସନରୁ ଫେରିବା ପରେ ତାଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ସଚିବ,  ଗୁହା ପୁନମ ତାପସ କୁମାର – ବୟନ, ହସ୍ତତନ୍ତ ଏବଂ ହସ୍ତକଳା ବିଭାଗର ସଚିବ ଦାୟିତ୍ବ ପ୍ରଦାନ

Post Views: 41
Share198Tweet124Send
Voice of Victims

Voice of Victims

Recent Posts

  • ଭାରତ କିଣିବ ୧୧୪ଟି ରାଫେଲ୍ ବିମାନ, ଏହି ସପ୍ତାହରେ ଚୁକ୍ତିକୁ ମିଳିପାରେ ଅନୁମୋଦନ
  • ପୁଣି ମଣିପୁରରେ ଉତ୍ତେଜନା, ୫ ଦିନ ପାଇଁ ବନ୍ଦ କରାଯାଇଛି ଇଣ୍ଟରନେଟ୍ ସେବା
  • ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା, କପି ରୋକିବାକୁ ବ୍ୟବହାର ହେବ AI ଏବଂ QR କୋଡ୍
  • ରାଜ୍ୟରେ ନୂଆ ୨୫୦ ଆମ୍ବୁଲାନ୍ସର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, ଜରୁରୀକାଳୀନ ଚିକିତ୍ସା ସେବାକୁ କରିବ ଅଧିକ ସୁଦୃଢ଼
  • ବଲାଙ୍ଗିର SDJM କୋର୍ଟରେ ଆଇଟମ ଗାର୍ଲ ନିଶା ମହାରଣା, ଅଶ୍ଳୀଳ ନୃତ୍ୟ ମାମଲାରେ କଲେ ଆତ୍ମ ସମର୍ପଣ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In