• About Us
  • Contact Us
Friday, February 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଓଡ଼ିଶା ଆସିବେ ସୋନିଆ ଓ ରାହୁଲ ଗାନ୍ଧି

by Voice of Victims
April 11, 2024
in ଦେଶ ବିଦେଶ, ମୁଖ୍ୟ ଖବର, ରାଜ୍ୟ
ଓଡ଼ିଶା ଆସିବେ ସୋନିଆ ଓ ରାହୁଲ ଗାନ୍ଧି

ଭୁବନେଶ୍ୱର: ଓଡ଼ିଶାରେ ନିର୍ବାଚନ ପ୍ରଚାର ପାଇଁ କଂଗ୍ରେସର ଦୁଇ ହେଭିୱେଟ ସୋନିଆ ଗାନ୍ଧି ଓ ରାହୁଲ ଗାନ୍ଧି ଆସିବେ। ବିଶେଷ କରି କୋରାପୁଟ ଲୋକସଭା ନିର୍ବାଚନ ପାଇଁ ଉଭୟ ଆସିବେ। ଏନେଇ  କୋରାପୁଟର କଂଗ୍ରେସ ସାଂସଦ ସପ୍ତଗିରି ଉଲାକା ସୂଚନା ଦେଇଛନ୍ତି। ବୁଧବାର  କୋରାପୁଟ ଜିଲ୍ଲା ସ୍ତରୀୟ କାର୍ୟ୍ୟକର୍ତ୍ତା ବୈଠକ ଅନୁଷ୍ଠିତ ହୋଇଥିଲା। ଏହାପରେ ସାଂସଦ ସପ୍ତଗିରି ଉଲାକା ଗଣମାଧ୍ୟମକୁ ଷ୍ଟାର ପ୍ରଚାରକଙ୍କ ସମ୍ପର୍କରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ମେ ପ୍ରଥମ ସପ୍ତାହରେ ସୋନିଆ, ରାହୁଲଙ୍କ ସହ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀ ଓଡ଼ିଶା ଗସ୍ତ କରିବେ। ମେ ୧୩ରେ ଓଡ଼ିଶାରେ ୪ ଲୋକସଭା ଓ ୨୮ ବିଧାନସଭା ଆସନ ପାଇଁ ଭୋଟ ପଡ଼ିବ। ତେଣୁ କୋରାପୁଟ ଗସ୍ତରେ ଆସି ପ୍ରଚାର କରିବେ ସୋନିଆ ଗାନ୍ଧି। ସେହିପରି ରାୟଗଡ଼ାରେ ପ୍ରଚାର କରିବେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧି। ଆନ୍ଧ୍ର ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀ ଗୁଣପୁର, ରାୟଗଡ଼ା, କୋରାପୁଟ ଓ ଜୟପୁରରେ ରୋଡ୍‌ ଶୋ କରି ତେଲଗୁ ଭୋଟରଙ୍କୁ ଆକୃଷ୍ଟ କରିବେ। ମେ’ ୧୩ ପ୍ରଥମ ପର୍ୟ୍ୟାୟ ନିର୍ବାଚନରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ବ୍ରହ୍ମପୁର ଲୋକସଭା ସମେତ ୨୮ଟି ବିଧାନସଭା ଆସନ ପାଇଁ ଭୋଟିଂ ହେବ।

Post Views: 30
Share201Tweet126Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In