• About Us
  • Contact Us
Friday, March 27, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ରତ୍ନ ଭଣ୍ଡାରର ଅଳଙ୍କାର ଗଣତି,ମଣତି ପାଇଁ ଏସଓପି

by Voice of Victims
July 24, 2024
in ମୁଖ୍ୟ ଖବର, ରାଜ୍ୟ
ରତ୍ନ ଭଣ୍ଡାରର ଅଳଙ୍କାର ଗଣତି,ମଣତି ପାଇଁ ଏସଓପି

ଭୁବନେଶ୍ବର: ଶ୍ରୀମନ୍ଦିର ବାହାର ଓ ଭିତର ରତ୍ନ ଭଣ୍ଡାରର ଥିବା ଅଳଙ୍କାର ଗୁଡ଼ିକର ଗଣତି,ମଣତି ପାଇଁ ଏସଓପି ଇସ୍ୟୁ ହୋଇସାରିଛି। ଏସଓପିରେ ଥିବା ମାର୍ଗଦର୍ଶିକ ଅନୁସାରେ ଆମେ କାମ କରିବୁ। ଆଜି ଏପରି କହିଛନ୍ତି ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ। ଜଷ୍ଟିସ ରଥ କହିଛନ୍ତି, ରତ୍ନ ଭଣ୍ଡାରର ମରାମତି କରାଯିବ। ଏଏସଆଇ ଭିତର ଓ ବାହାର ରତ୍ନ ଭଣ୍ଡାରର ମରାମତି କରିବେ। ଏହାକୁ ସୁକ୍ଷ୍ମ ଭାବରେ ମରାମତି କରାଯିବ। ଏପରି ମରାମତି ହେବା ଦରକାର ଯାହା ୧୦୦ ବର୍ଷ ପାଇଁ ମରାମତିର ଆବଶ୍ୟକ ପଡ଼ିବନି। ଏଏସଆଇ ମରାମତି କରିବା ପରେ ସେମାନେ ଆମକୁ ହସ୍ତାନ୍ତର କରିବେ। ତା’ପରେ ରତ୍ନଭଣ୍ଡାର ଭିତରେ ଗଣତି ମଣତି କରାଯିବ। ସୂଚନାଯୋଗ୍ୟ, ଜୁଲାଇ ୧୪ ତାରିଖରେ ଶ୍ରୀମନ୍ଦିରର ବାହାର ରତ୍ନ ଭଣ୍ଡାର ଖୋଲା ଯାଇଥିବା ବେଳେ ୧୮ ତାରିଖରେ ଭିତର ରତ୍ନଭଣ୍ଡାର ଖୋଲା ଯାଇଥିଲା। 

Post Views: 40
Tags: SOP for Gemstone Jewelry Counting
Share198Tweet124Send
Voice of Victims

Voice of Victims

Recent Posts

  • ଉଲ୍ଲାସର ସହ ପାଳିତ ହେଉଛି ବାସନ୍ତୀ ପୂଜା
  • କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ପେଟ୍ରୋଲ୍‌ ଡିଜେଲ୍‌ ଉପରୁ କମିଲା ଏକ୍ସସାଇଜ୍‌ ଡ୍ୟୁଟି
  • ପଶ୍ଚିମ ଏସିଆ ସଙ୍କଟ : ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥାହେବେ ପ୍ରଧାନମନ୍ତ୍ରୀ ମୋଦି
  • ରାଜ୍ୟରେ କାଳବୈଶାଖୀର ତାଣ୍ଡବ, ଆଜି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ଆଜି ପବିତ୍ର ଶ୍ରୀରାମନବମୀ, ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପାରମ୍ପରିକ ସାହିଯାତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In