• About Us
  • Contact Us
Thursday, April 30, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସ୍ପେନର ରାଷ୍ଟ୍ରଦୂତ ଜୁଆନ୍ ଆଣ୍ଟୋନିଓ ମାର୍ଚ ପୁଜୋଲ, ଜାଣନ୍ତୁ କାରଣ

by Voice of Victims
April 19, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସ୍ପେନର ରାଷ୍ଟ୍ରଦୂତ ଜୁଆନ୍ ଆଣ୍ଟୋନିଓ ମାର୍ଚ ପୁଜୋଲ, ଜାଣନ୍ତୁ କାରଣ

ଭୁବନେଶ୍ବର: ଆଜି ଲୋକସେବା ଭବନ ଠାରେ ଭାରତରେ ଅବସ୍ଥାପିତ ସ୍ପେନର ରାଷ୍ଟ୍ରଦୂତ ଜୁଆନ୍ ଆଣ୍ଟୋନିଓ ମାର୍ଚ ପୁଜୋଲ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ।

ଏହି ବୈଠକରେ ସ୍ପେନ ଏବଂ ଓଡିଶା ମଧ୍ୟରେ ସାଂସ୍କୃତିକ ଏବଂ ଅର୍ଥନୈତିକ ସମ୍ପର୍କକୁ ଆହୁରି ସୁଦୃଢ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ। ସ୍ପେନର ରାଷ୍ଟ୍ରଦୂତ କହିଥିଲେ ଯେ, ରିନିୱେବଲ୍ ଏନର୍ଜି, ମେଟାଲର୍ଜି, ବୟନଶିଳ୍ପ ଏବଂ ଅଟୋମୋବାଇଲ ଭଳି ପ୍ରମୁଖ କ୍ଷେତ୍ରରେ ଓଡିଶା ଓ ସ୍ପେନ ମଧ୍ୟରେ ଅଧିକ ସହଯୋଗ ହୋଇପାରିବ ।

ଆଲୋଚନାରୁ ଜଣା ଯାଇଛି ଯେ, ସ୍ପେନ ସହିତ ଅଧିକ ସହଭାଗୀତା ପାଇଁ ଦୁଇ ଦେଶ ମଧ୍ୟରେ ଶିଳ୍ପ, ପ୍ରଯୁକ୍ତିବିଦ୍ୟା ଏବଂ ସାଂସ୍କୃତିକ ସହଯୋଗର ଏକ ନୂତନ ଅଧ୍ୟାୟ ଆରମ୍ଭ କରାଯିବ।

ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ଏବଂ ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ।

Post Views: 38
Share197Tweet123Send
Voice of Victims

Voice of Victims

Recent Posts

  • ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ୭୦ ପ୍ଲାଟୁନ ଫୋର୍ସ ହେବେ ମୁତୟନ
  • ଇଭିଏମ୍ ଟ୍ୟାମ୍ପରିଂ ହୋଇଥିଲେ, ପୁଣିଥରେ ହେବ ମତଦାନ
  • କେନ୍ଦୁଝରରେ ଇ-ବସ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ଆଇପିଏସ ଅଜୟ ପାଲ ଶର୍ମାଙ୍କୁ କଲିକତା ହାଇକୋର୍ଟରୁ ଆଶ୍ବସ୍ତି, ସୁପ୍ରିମକୋର୍ଟରେ ପିଆଇଏଲ ଦାଖଲ
  • ବଦଳିଲା ପାନ୍ କାର୍ଡ ନିୟମ ; ନମାନିଲେ ଦେବେ ୧୦ ହଜାର ଜରିମାନା!

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In