• About Us
  • Contact Us
Sunday, April 26, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆସନ୍ତା ୩୦ ତାରିଖରେ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ

by Voice of Victims
April 25, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ଆସନ୍ତା ୩୦ ତାରିଖରେ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ

ଆସନ୍ତା ୩୦ ତାରିଖ ଦିନ ଓଡ଼ିଶା ବିଧାନସଭାର ଏକ ସ୍ୱତନ୍ତ୍ର ଅଧିବେଶନ ଅନୁଷ୍ଠିତ ହେବ । ମାତ୍ର ଦିନକ ପାଇଁ ବସୁଥିବା ଏହି ଅଧିବେଶନରେ ମହିଳା ସଂରକ୍ଷଣ ବିଲ୍‌ ପ୍ରସଙ୍ଗରେ ବ୍ୟାପକ ଆଲୋଚନା ହୋଇପାରେ । ବିଧାନସଭା ଭବନରେ ଦିନ ୧୧ଟାରେ ଏହି ସ୍ୱତନ୍ତ୍ର ଅଧିବେଶନ ବସିବ ।

ସଂସଦରେ ନାରୀ ଶକ୍ତି ବନ୍ଦନ ଅଧିନିୟମ ବା ମହିଳା ସଂରକ୍ଷଣ ବିଲ୍ ପାରିତ ହେବା ପରେ ଏବେ ରାଜ୍ୟଗୁଡ଼ିକରେ ଏହାକୁ ନେଇ ଆଲୋଚନା ଆରମ୍ଭ ହୋଇଛି । ଭାରତୀୟ ଗଣତନ୍ତ୍ରରେ ମହିଳାଙ୍କ ଯୋଗଦାନ ନେଇ ଆଲୋଚନା ହେବାର ସମ୍ଭାବନା ରହିଛି ।

ଅଧିକାରୀଙ୍କ ଅନୁଯାୟୀ, ମହିଳା ସଂରକ୍ଷଣ ବିଲ୍ ସମର୍ଥନରେ ଏକ ପ୍ରସ୍ତାବ ପାରିତ କରିବା ଏବଂ ଏହି ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ଦ୍ୱାରା ନିଆଯାଇଥିବା ମତ ଉପରେ ପ୍ରଶ୍ନ ଉଠାଇବା ସ୍ୱତନ୍ତ୍ର ଅଧିବେଶନର ମୁଖ୍ୟ କାର୍ଯ୍ୟସୂଚୀ ହୋଇପାରେ । ଶାସକ ଦଳ ବିରୋଧୀ ଦଳଗୁଡ଼ିକୁ ସେମାନଙ୍କ ଆଭିମୁଖ୍ୟ ଉପରେ ଘେରିବା ପାଇଁ ଏହି ଅଧିବେଶନକୁ ବ୍ୟବହାର କରିବାର ସମ୍ଭାବନା ମଧ୍ୟ ରହିଛି ।

Post Views: 20
Share198Tweet124Send
Voice of Victims

Voice of Victims

Recent Posts

  • ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ଦିଲ୍ଲୀ ଏୟାରପୋର୍ଟରେ ଉଡ଼ାଣ ଭରୁଥିବା ବେଳେ ବିମାନ ଇଂଜିନରେ ଲାଗିଲା ନିଆଁ, ଭିତରେ ଥିଲେ ୨୨୮ ଯାତ୍ରୀ
  • ରଥାଯାତ୍ରା ପାଇଁ ଆକ୍ସନ ପ୍ଲାନ, କାମ ସାରିବାକୁ ଡେଡଲାଇନ୍ ଦେଲେ ମୁଖ୍ୟ ଶାସନ ସଚିବ
  • ପଞ୍ଜାବରେ AAPକୁ ଲାଗିପାରେ ବଡ଼ ଝଟ୍‌କା, ଦଳ ଛାଡ଼ିପାରନ୍ତି ୨୮ ବିଧାୟକ
  • ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିଜେଡି ସାଂସଦ, କହିଲେ- ତୁରନ୍ତ ମହାନଦୀ ବିବାଦରେ ହସ୍ତକ୍ଷେପ କରନ୍ତୁ, ନହେଲେ…

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In