• About Us
  • Contact Us
Saturday, February 21, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ରାଜ୍ୟ କ୍ୟାବିନେଟ୍: ୮ଟି ପ୍ରସ୍ତାବକୁ ମିଳିଲା ଅନୁମୋଦନ

by Voice of Victims
November 13, 2024
in ମୁଖ୍ୟ ଖବର, ରାଜ୍ୟ
ରାଜ୍ୟ କ୍ୟାବିନେଟ୍: ୮ଟି ପ୍ରସ୍ତାବକୁ ମିଳିଲା ଅନୁମୋଦନ

ଭୁବନେଶ୍ଵର: ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍ ର ଏକ ବୈଠକ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକ ଶେଷ ହେବା ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ଅବଗତ କରାଇଥିଲେ। କ୍ୟାବିନେଟ୍ ବୈଠକରେ ମୋଟ ୮ଟି ପ୍ରସ୍ତାବ ଉପରେ ଆଲୋଚନା ହୋଇଥିଲା ଏବଂ ସମସ୍ତ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ତନ୍ମଧ୍ୟରେ ୫ ଟି ପ୍ରସ୍ତାବ ମତ୍ସ୍ୟ ଓ ପ୍ରାଣୀ ସଂପଦ ବିକାଶ ବିଭାଗ, ଗୋଟିଏ ଜଳସଂପଦ ବିଭାଗ, ଗୋଟିଏ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ଏବଂ ଅନ୍ୟଟି ସପ୍ତଦଶ ବିଧାନ ସଭାର ଆଗାମୀ ୨ୟ ଅଧିବେଶନ ଅନୁଷ୍ଠିତ ହେବା ସଂପର୍କିତ ପ୍ରସ୍ତାବ ଥିଲା। ଏହି ପ୍ରେସ ବିବୃତ୍ତି ସମୟରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ ଉପସ୍ଥିତ ଥିଲେ।

Post Views: 50
Share199Tweet124Send
Voice of Victims

Voice of Victims

Recent Posts

  • ବଜେଟକୁ ନେଇ ନବୀନ କହିଲେ- Full Menu in Empty Kitchen
  • ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା, ୨୩ରୁ ରାଜ୍ୟରେ ବିଜୁଳି ଘଡଘଡି
  • ସ୍ବାସ୍ଥ୍ୟ ସେବା ପାଇଁ ୨୩ ହଜାର ୧୮୨ କୋଟି ଟଙ୍କାର ବ୍ୟୟ ବରାଦ, ଏସିବିର ପୁନର୍ବିକାଶ ପାଇଁ ୧ ହଜାର କୋଟି
  • ୨୦୨୬-୨୭ ପାଇଁ ୩.୧୦ ଲକ୍ଷ କୋଟି ଟଙ୍କାର ବଜେଟ୍ : କେଉଁ ବିଭାଗ ପାଇଁ କେତେ, ଭିତ୍ତିଭୂମି ସମ୍ପ୍ରସାରଣ, ନିଯୁକ୍ତି ସୁଯୋଗ ଉପରେ ଗୁରୁତ୍ବ
  • ଇରାନକୁ ଟ୍ରମ୍ପଙ୍କ ଶେଷ ଚେତାବନୀ! ସୁଧୁରି ଯାଉ ଇରାନ, ନହେଲେ ଭୟଙ୍କର ପରିଣାମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In