• About Us
  • Contact Us
Saturday, August 15, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ସମସ୍ୟା ରାଜ୍ୟ

ସରିଛି ରାଜ୍ୟ କ୍ୟାବିନେଟ୍ ବୈଠକ, ୬ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି ଓଡ଼ିଶା କ୍ୟାବିନେଟ୍

by Voice of Victims
April 23, 2025
in ରାଜ୍ୟ
ସରିଛି ରାଜ୍ୟ କ୍ୟାବିନେଟ୍ ବୈଠକ, ୬ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି ଓଡ଼ିଶା କ୍ୟାବିନେଟ୍

ଭୁବନେଶ୍ୱର :  ସରିଛି ରାଜ୍ୟ କ୍ୟାବିନେଟ୍ ବୈଠକ ।  ଲୋକ ସେବା ଭବନରେ ଅନୁଷ୍ଠିତ ହୋଇଥିଲା ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ।  ଏହି ବୈଠକରେ ୬ଟି  ପ୍ରସ୍ତାବକୁ ମିଳିଲା ଅନୁମୋଦନ ।  ଓଡ଼ିଶା କ୍ୟାବିନେଟ୍ ୬ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି ।  ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଥିଲା ।  ଦୀର୍ଘ ଅଢେଇ ଘଣ୍ଟା ଧରି ବିଭିନ୍ନ ପ୍ରସ୍ତାବ ଉପରେ ଆଲୋଚନା ଚାଲିଥିଲା ।

ଏହି ବୈଠକରେ ମଧ୍ୟ ଅନେକ କିଛି ଆଲୋଚନା ହୋଇଛି ।  ଏହାସହ ଭିଜନ୍ ଡକ୍ୟୁମେଣ୍ଟ ୨୦୩୬ ଉପରେ ଆଲୋଚନା ହୋଇଛି ଏହାସହ ବିକଶିତ ଓଡ଼ିଶା କଥା କୁହାଯାଉଛି, ସେ ସଂକ୍ରାନ୍ତରେ ମଧ୍ୟ ଏକ ଡ଼କ୍ୟୁମେଣ୍ଟାରି ମଧ୍ୟ ରାଜ୍ୟ ସରକାରଙ୍କ ତରଫରୁ ପ୍ରସ୍ତୁତ କରାଯାଇଛି ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅପରାହ୍ନରେ ଅନୁଷ୍ଠିତ ହୋଇଥିଲା ।  ବୈଠକରେ ଆଲୋଚନା ହୋଇଥିବା ପ୍ରସ୍ତାବ ମଧ୍ୟରୁ ୬ଟି ପ୍ରସ୍ତାବକୁ କ୍ୟାବିନେଟ୍ ଅନୁମୋଦନ କରିଛି ।  ବୈଠକରେ ନିଆଯାଇଥିବା ନିଷ୍ପତ୍ତିର ବିବରଣୀ ଖୁବ୍ ଶୀଘ୍ର ସରକାର ପ୍ରଦାନ କରିବେ।

Post Views: 52
Share199Tweet125Send
Voice of Victims

Voice of Victims

Recent Posts

  • ପତାକା ଉତ୍ତୋଳନ ପୂର୍ବରୁ ବିଦ୍ୟୁତ୍ ଆଘାତରେ ଶିକ୍ଷକ ମୃତ
  • ପତଞ୍ଜଳି ଯୋଗପୀଠ ପକ୍ଷରୁ ସ୍ବାଧୀନତା ଦିବସ ପାଳନ
  • ଇଣ୍ଡୋନେସିଆରେ ୭.୭ ତୀବ୍ରତାର ଭୂକମ୍ପ, ୨ ମୃତ, ସୁନାମି ସତର୍କତା ଜାରି
  • ଲଘୁଚାପ ପରେ ପୁଣି ଲଘୁଚାପ, ରାଜ୍ୟର ୩୦ ଜିଲ୍ଲାକୁ ବର୍ଷା ସତର୍କତା
  • ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ, କହିଲେ…

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In