• About Us
  • Contact Us
Tuesday, April 28, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଖୁବଶୀଘ୍ର ହିଟୱେଭ୍ ସେଣ୍ଟର ଖୋଲିବେ ରାଜ୍ୟ ସରକାର, ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା

by Voice of Victims
April 28, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଖୁବଶୀଘ୍ର ହିଟୱେଭ୍ ସେଣ୍ଟର ଖୋଲିବେ ରାଜ୍ୟ ସରକାର, ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା

ଭୁବନେଶ୍ୱର : ଖୁବଶୀଘ୍ର ହିଟୱେଭ୍ ସେଣ୍ଟର ଖୋଲିବେ ରାଜ୍ୟ ସରକାର । ଆଗକୁ ଗ୍ରୀଷ୍ମ ପ୍ରଭାବ ବଢିବ। ଏହାକୁ ଦୃଷ୍ଟିରେ ରଖି ସରକାର ହିଟୱେଭ୍ ସେଣ୍ଟର ଖୋଲିଵାକୁ ଚିନ୍ତା କରୁଛନ୍ତି ।  ବାତ୍ୟା, ବନ୍ୟା ଆଶ୍ରୟ ସ୍ଥଳୀ ପରି ଏହା ଖୋଲାଯିବ। ଏହାଦ୍ବାରା ଲୋକମାନେ ଉପକୃତ ହେବେ । ଓଡିଶାରେ ଯେଉଁଠି ଅଧିକ ହିଟୱେଭ୍ ସେଠାରେ ପ୍ରଥମ ପର୍ଯ୍ୟାୟରେ ଆରମ୍ଭ କରାଯିବ ବୋଲି କହିଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ ।

ଏହା ମଧ୍ୟ ମନ୍ତ୍ରୀ କହିଛନ୍ତି ଯେ ପ୍ରକୃତି ଅସ୍ବାଭାବିକ ପ୍ରଭାବ ଦେଖାଉଛି । ସାରା ପୃଥିବୀରେ ଜଳବାୟୁ ପରିବର୍ତ୍ତନ ହେଉଛି। ଗ୍ରୀଷ୍ମ ପ୍ରବାହକୁ ନେଇ ୩୦ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସହ ସରକାରଙ୍କ ତରଫରୁ ଅନେକ ଥର ଆଲୋଚନା ହୋଇଛି । ​ସକାଳ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଲୋକମାନେ ଘରୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି । ମାଲ ପରିବହନ ଗାଡ଼ି ଏବଂ ଦୁଇ ଚକିଆ ଓ ଚାରି ଚକିଆ ଗାଡ଼ି ୧୧ଟାରୁ ୩ଟା ପର୍ଯ୍ୟନ୍ତ ରାସ୍ତାକୁ ଆସିବ ନାହିଁ । ଶ୍ରମିକମାନେ ମଧ୍ୟ ଏହି ସମୟରେ କାର୍ଯ୍ୟରୁ ମୁକ୍ତ ରହିବେ ।  ପଞ୍ଚାୟତିରାଜ ବିଭାଗ ଏବଂ ନଗର ଉନ୍ନୟନ ବିଭାଗକୁ ଜଳଛତ୍ର କରିବା ପାଇଁ କୁହାଯାଇଛି। ​PHC ଏବଂ CHCରେ ଅଂଶୁଘାତ ଜନିତ ସ୍ପେଶାଲ ଟ୍ରିଟମେଣ୍ଟ ଦିଆଯିବ ବୋଲି ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ।

Post Views: 15
Share198Tweet124Send
Voice of Victims

Voice of Victims

Recent Posts

  • ପଞ୍ଚାୟତ ନିର୍ବାଚନରେ କୌଣସି ମେଣ୍ଟ ହେବନି: ଭକ୍ତ ଦାସ
  • କଣ୍ଟା ଉପରେ ଗଡ଼ି ମନୋକାମନା ପୂରଣ ପାଇଁ ପ୍ରାର୍ଥନା, ବଜ୍ରକୋଟରେ ଭକ୍ତିର ଲହର, ମେରୁ ଉତ୍ସବରେ କଣ୍ଟା ଉପରେ ଗଡ଼ିଲେ ଭଗତା, ଦେଖିବାକୁ ଭକ୍ତମାନଙ୍କ ଭିଡ଼
  • ଗ୍ୟାଙ୍ଗଟକ୍ ଯୁବପିଢିଙ୍କ ସହିତ ଫୁଟବଲ ଖେଳିଲେ ପ୍ରଧାନମନ୍ତ୍ରୀ ମୋଦି, ସୋସିଆଲ ମିଡିଆରେ ଫଟୋ କଲେ ପୋଷ୍ଟ
  • ଶୁଣିଲାନି ବ୍ୟାଙ୍କ, ଭଉଣୀର କଙ୍କାଳ ଧରି ବ୍ୟାଙ୍କରେ ପହଁଚିଲେ ଭାଇ
  • ଖୁବଶୀଘ୍ର ହିଟୱେଭ୍ ସେଣ୍ଟର ଖୋଲିବେ ରାଜ୍ୟ ସରକାର, ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In