• About Us
  • Contact Us
Sunday, March 22, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ରାଜ୍ୟସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ଉଦଘାଟିତ, ୨୨୯୨ କୋଟିର ୧୭ ଟି ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

by Voice of Victims
March 22, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ରାଜ୍ୟସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ଉଦଘାଟିତ, ୨୨୯୨ କୋଟିର ୧୭ ଟି ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ-୨୦୨୬ ଉଦଘାଟିତ ।  ଏହି ଅବସରରେ ୨୨୯୨ କୋଟିର ୧୭ ଟି ପ୍ରକଳ୍ପର ଶିଳାନ୍ୟାସ ଓ ୩୨୦ କୋଟିର ୧୨୪ ଟି ପ୍ରକଳ୍ପର ଶୁଭ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ।  ସମୃଦ୍ଧ ଓ ବିକଶିତ ଓଡ଼ିଶା ଗଠନ ପାଇଁ ଜଳ ସୁରକ୍ଷା ହେଉଛି ପ୍ରମୁଖ ସର୍ତ୍ତ ।  କୌଣସି ଚାଷଜମି ଜଳାଭାବର ଶିକାର ହେବନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।  ଜଳ ପରିଚାଳନାରେ ଲିଙ୍ଗଗତ ବୈଷମ୍ୟ ଦୂର କରିବା ଓ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଲକ୍ଷ୍ୟ ରହିଛି ।  ବିଶ୍ୱ ଜଳ ଦିବସରେ ଜଳ ଅପଚୟ ନ କରିବାର ବାର୍ତ୍ତା ପ୍ରତିଟି ଘରେ ପହଞ୍ଚିବା ଦରକାର ।

ପ୍ରଧାନମନ୍ତ୍ରୀଙ୍କ ଜଳ ଜୀବନ ମିଶନ୍ କୁ ଏକ ବୈପ୍ଲବିକ ଯୋଜନା ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ ।  ପ୍ରତି ଘରକୁ ପାଇପ୍ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଜଳାଭାବକୁ ଦୂର କରିବା ବୋଲି ସଂକଳ୍ପ ନେବା ବୋଲି କହିଥିଲେ ।  ଜଳର ଉପଯୁକ୍ତ ବ୍ୟବହାର ଏବଂ ଶୁଦ୍ଧ ପାନୀୟ ଜଳର ଉପଲବ୍ଧତାକୁ ବୃଦ୍ଧି କରିବା ବର୍ତ୍ତମାନର ଆବଶ୍ୟକତା ।  ତେଣୁ ଓଡ଼ିଶା ଭିଜନ ଡକୁମେଣ୍ଟ ୨୦୩୬ ଏବଂ ୨୦୪୭ ମାଧ୍ୟମରେ ବିଭିନ୍ନ କ୍ଷେତ୍ରରୁ ବଢ଼ୁଥିବା ଚାହିଦାକୁ ପୂରଣ କରିବା ପାଇଁ ଜଳ ସୁରକ୍ଷା ଅତ୍ୟନ୍ତ ଆବଶ୍ୟକ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

Post Views: 10
Share197Tweet123Send
Voice of Victims

Voice of Victims

Recent Posts

  • ଶ୍ରୀ ଶ୍ରୀ ଶ୍ୟାମ ସୁନ୍ଦର ଜୀଉଙ୍କ ୩୨ ତମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞ
  • ପୁଣି ପାକିସ୍ତାନର ପାଗଳାମି, ଭାରତକୁ ପରମାଣୁ ବୋମାର ଧମକ
  • ଏପ୍ରିଲ ୧ରୁ ବଢିପାରେ ATF ମୂଲ୍ୟ ! ଯାତ୍ରା ମହଙ୍ଗା ନହେବା ପାଇଁ ସରକାର ନେଉଛନ୍ତି ପଦକ୍ଷେପ
  • ରାଜ୍ୟସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ଉଦଘାଟିତ, ୨୨୯୨ କୋଟିର ୧୭ ଟି ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
  • ଯାଜପୁର ଜିଲ୍ଲାରେ ମହମ୍ମଦ ମୋକିମଙ୍କ ମିଶ୍ରଣ ପର୍ବ, ୭ଟି ନିର୍ବାଚନ ମଣ୍ଡଳୀର ବହୁ ତୁଙ୍ଗ ନେତା ଓ କର୍ମୀ ସାମିଲ ହେଲେ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In