• About Us
  • Contact Us
Monday, March 23, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଆସୁଛି ଝଡ଼, ସତର୍କ କଲା ଆଇଏମଡି

by Voice of Victims
May 5, 2024
in ମୁଖ୍ୟ ଖବର, ରାଜ୍ୟ
ଆସୁଛି ଝଡ଼, ସତର୍କ କଲା ଆଇଏମଡି

ଭୁବନେଶ୍ୱର: ଆଗାମୀ ୨ ଦିନ ପ୍ରବଳ ଝଡ଼ ବର୍ଷା ହେବ । ଉତ୍ତର ଉପକୂଳରେ ଝଡ଼ବର୍ଷା ହେବ । ଏନେଇ ଆଇଏମଡି ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ବିଶେଷ କରି ମତ୍ସ୍ୟଜୀବୀମାନଙ୍କୁ ସତର୍କ ରହିବାକୁ କୁହାଯାଇଛି । ଆସନ୍ତା ୬ ଓ ୮ ତାରିଖ ଦୁଇ ଦିନ ସମୁଦ୍ର ଭିତରକୁ ନଯିବାକୁ ଆଇଏମଡି ପକ୍ଷରୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି । ଝଡ଼ବର୍ଷା ବେଳେ ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ବଡ଼ ଜୁଆର ଆସିବା ସମ୍ଭାବନା ରହିଛି । ଅନ୍ୟପକ୍ଷରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି । ୭ ତାରିଖ ପରେ ବର୍ଷାର ପରିମାଣ ବୃଦ୍ଧି ହେବ । କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଉତର-ପଶ୍ଚିମ ଓ ପଶ୍ଚିମ ଦିଗରୁ ବହୁଥିବା ପବନ ଧୀରେ ଧୀରେ ଦୁର୍ବଳ ହେଉଥିବା ବେଳେ ବଙ୍ଗୋପସାଗରରୁ ଆସୁଥିବା ପବନ ଶକ୍ତିଶାଳୀ ହେଉଛି । ଫଳରେ ବର୍ଷା ହେବା ସହ ତାପମାତ୍ରା ହ୍ରାସ ପାଇବ ବୋଲି କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଆଜି ଗ୍ରୀଷ୍ମ ପ୍ରଭାବ ନେଇ ୧୯ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି ।

Post Views: 41
Tags: Storm is coming
Share198Tweet124Send
Voice of Victims

Voice of Victims

Recent Posts

  • ଶ୍ରୀ ଶ୍ରୀ ଶ୍ୟାମ ସୁନ୍ଦର ଜୀଉଙ୍କ ୩୨ ତମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞ
  • ପୁଣି ପାକିସ୍ତାନର ପାଗଳାମି, ଭାରତକୁ ପରମାଣୁ ବୋମାର ଧମକ
  • ଏପ୍ରିଲ ୧ରୁ ବଢିପାରେ ATF ମୂଲ୍ୟ ! ଯାତ୍ରା ମହଙ୍ଗା ନହେବା ପାଇଁ ସରକାର ନେଉଛନ୍ତି ପଦକ୍ଷେପ
  • ରାଜ୍ୟସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ଉଦଘାଟିତ, ୨୨୯୨ କୋଟିର ୧୭ ଟି ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
  • ଯାଜପୁର ଜିଲ୍ଲାରେ ମହମ୍ମଦ ମୋକିମଙ୍କ ମିଶ୍ରଣ ପର୍ବ, ୭ଟି ନିର୍ବାଚନ ମଣ୍ଡଳୀର ବହୁ ତୁଙ୍ଗ ନେତା ଓ କର୍ମୀ ସାମିଲ ହେଲେ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In