• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ବାତ୍ୟା : ବଢ଼ିଲା ଦରଦାମ୍

by Voice of Victims
October 21, 2024
in ମୁଖ୍ୟ ଖବର, ରାଜ୍ୟ
ବାତ୍ୟା : ବଢ଼ିଲା ଦରଦାମ୍

ଭୁବନେଶ୍ୱର:ବାତ୍ୟା ନାଁରେ ବଜାରରେ ବିଭିନ୍ନ ନିତ୍ୟ ବ୍ୟବହାର୍ୟ୍ୟ ସାମଗ୍ରୀ ଓ ପରିବା ଦର  ବଢ଼ାଇଲେଣି ଅସାଧୁବ୍ୟବସାୟୀ । ଯାହା ବି ଖାଇବା ସାମଗ୍ରୀ ଅଛି, ସେସବୁରେ ୨୫ ପ୍ରତିଶତ ମୂଲ୍ୟ ବଢ଼ାଇ ସାରିଲେଣି । ଭୁବନେଶ୍ୱରର ଡୁମୁଡୁମା, ପାତ୍ରପଡ଼ା ଭଳି  କେତେକ ସ୍ଥାନରେ ଥିବା ଖୁଚୁରା ବ୍ୟବସାୟୀମାନେ ଆଳୁ  କିଲୋ ପ୍ରତି ୪୦ଟଙ୍କାରେ ବିକ୍ରି କରୁଥିବା ଅଭିଯୋଗ  ହୋଇଛି । ପିଆଜ ଦର ୬୦ ଟଙ୍କା ଥିବାବେଳେ ତାହା  ୬୫ରୁ ୭୦କୁ ବଢ଼ାଇ ଦେଇଛନ୍ତି । ଏ ବାବଦରେ  ପଚାରିଲେ ବେପାରୀଙ୍କ ଅଜବ ଉତ୍ତର । ‘ବାତ୍ୟା ଆସୁଛି,  ଆଳୁ ଗାଡ଼ି ଆସିନପାରେ । ଯେତିକି ଅଛି ସେତିକିରେ  ବେପାର କରୁଛୁ ।’ ହଠାତ୍‌ ବେପାରୀମାନେ ମନଇଚ୍ଛା  ଏମିତି ଦର ବଢ଼ାଇବାକୁ ନେଇ ଗ୍ରାହକଙ୍କ ମଧ୍ୟରେ  ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି । କେବଳ ସେତିକି ନୁହେଁ, ବାତ୍ୟା ଆସିବା ଭୟରେ ଆଜି  ରାଜଧାନୀର ୧ ନମ୍ବର ହାଟରୁ ନେଇ ବିଭିନ୍ନ ସ୍ଥାନରେ  ଥିବା ବଜାରରେ ପରିବା ଓ ଅନ୍ୟ ନିତ୍ୟ ବ୍ୟବହାର୍ୟ୍ୟ  ସାମଗ୍ରୀ କିଣିବାକୁ ପ୍ରବଳ ଭିଡ଼ ଲାଗିଛି ।  

Post Views: 38
Share198Tweet124Send
Voice of Victims

Voice of Victims

Recent Posts

  • ଆର୍ଜେଣ୍ଟିନା ଟିମ୍ ଏବଂ ମେସିଙ୍କ ଉପରେ ଆସିଲା ଅଭିଯୋଗ, ୨୫୦ କୋଟି ଟଙ୍କା ନେଇ ମଧ୍ୟ କେରଳ ଆସିଲେନି
  • ଆଜିଠୁ ସବୁ ସ୍କୁଲ ସକାଳୁଆ, ନିର୍ଦ୍ଦେଶ ଜାରି କଲେ ଗଣଶିକ୍ଷା ବିଭାଗ
  • ୧୨ ଦଫା ଦାବି ନେଇ ପୁରୀ ଜିଲ୍ଲାପାଳଙ୍କୁ ଘେରିଲେ ନିଖିଳ ଓଡ଼ିଶା ଅଙ୍ଗନୱାଡ଼ି କର୍ମୀ ସଂଘ
  • ଖରାକୁ ଦେଖି ରାଜ୍ୟ ସରକାରଙ୍କ ବଡ଼ ନିର୍ଦ୍ଦେଶ, ଆସନ୍ତା କାଲିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ
  • ରଣପୁରରେ ଜନଗଣନା ତାଲିମ ଶିବିର ଶେଷ, ୧୯୮ ଜଣଙ୍କୁ ପ୍ରଶିକ୍ଷଣ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In