• About Us
  • Contact Us
Friday, August 14, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଲଦାଖ ଏବଂ ଚୀନରେ ଶକ୍ତିଶାଳୀ ଭୂକମ୍ପ, ତୀବ୍ରତା ୩.୭ ରେକର୍ଡ

by Voice of Victims
November 17, 2025
in ଦେଶ ବିଦେଶ, ମୁଖ୍ୟ ଖବର, ସମସ୍ୟା
ଭୂକମ୍ପ ଝଟକାରେ ପୁଣି ଥରିଲା ଭାରତର ଦୁଇଟି ସ୍ଥାନ, ଜାଣନ୍ତୁ କ’ଣ ରହିଛି ତୀବ୍ରତା?

ନୂଆଦିଲ୍ଲୀ : ଆଜି ସକାଳେ ଲଦାଖର ଲେହରରେ ଭୂକମ୍ପର ଝଟକା ଅନୁଭୂତ ହୋଇଛି । ଯାହାର ତୀବ୍ରତା ୩.୭ ରେକର୍ଡ କରାଯାଇଛି । ଭୂକମ୍ପର କେନ୍ଦ୍ରସ୍ଥଳ ୧୦ କିଲୋମିଟର ଗଭୀରତାରେ ଥିବା ଜଣାପଡିଛି । ଲୋକମାନେ ଶୋଇଥିବା ସମୟରେ ଭୂକମ୍ପ ଅନୁଭୂତ ହୋଇଥିଲା । NCS ପକ୍ଷରୁ ଭୂକମ୍ପରେ କୌଣସି ଜୀବନହାନି ଘଟିନଥିବା ସୂଚନା ମିଳିଛି ।

ଲେହ ବ୍ୟତୀତ ଗତକାଲି ବିଳମ୍ବିତ ରାତିରେ ପଡୋଶୀ ରାଜ୍ୟ ଚୀନରେ ମଧ୍ୟ ଭୂକମ୍ପର ଝଟକା ଅନୁଭୂତ ହୋଇଥିଲା । ଜିନଜିଆଙ୍ଗରେ ୪.୪ ତୀବ୍ରତାର ଏକ ଭୂକମ୍ପ ରେକର୍ଡ କରାଯାଇଛି । NCS ଅନୁଯାୟୀ, ଏହି ଭୂମିକମ୍ପର କେନ୍ଦ୍ରସ୍ଥଳ ମଧ୍ୟ ୧୦ କିଲୋମିଟର ଗଭୀରତାରେ ଥିଲା । ବର୍ତ୍ତମାନ ଏହି ଭୂମିକମ୍ପ ଯୋଗୁଁ କୌଣସି କ୍ଷୟକ୍ଷତିର ରିପୋର୍ଟ ମିଳିନାହିଁ ।

Post Views: 43
Share197Tweet123Send
Voice of Victims

Voice of Victims

Recent Posts

  • ଭାରତରେ ପୁଣି ଭୂକମ୍ପ ଝଟକା, ନାସିକରେ ଦୁଇଥର ଥରିଲା ଭୂମି
  • ସରକାରୀ ଜମିରେ ଗଞ୍ଜେଇ ଚାଷ ହେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ, ୬ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ରାଜସ୍ୱ ସଚିବ
  • ଏୟାର ଇଣ୍ଡିଆର ବଡ଼ ନିଷ୍ପତ୍ତି, ସବୁ ପାଇଲଟଙ୍କ ହେବ ଟେଷ୍ଟ
  • UPSC ବୈଠକ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ଅଗଷ୍ଟ ୧୮ ଯାଏଁ ଚୂଡ଼ାନ୍ତ ହେବନି DGP ଚୟନ
  • ଅବପାତର ରୂପ ନେଲା ଲଘୁଚାପ, ଆଗାମୀ ଦୁଇ ଦିନ ଯାଏ ଅଧା ଓଡ଼ିଶାରେ କଳାହାଣ୍ଡିଆ ମେଘ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In