• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଇରାନରେ ଶକ୍ତିଶାଳୀ ବିସ୍ଫୋରଣ: ୧୦୦ ରୁ ଅଧିକ ଲୋକଙ୍କର ମୃତ୍ୟୁ

by Voice of Victims
January 3, 2024
in ଦେଶ ବିଦେଶ, ମୁଖ୍ୟ ଖବର
ଇରାନରେ ଶକ୍ତିଶାଳୀ ବିସ୍ଫୋରଣ: ୧୦୦ ରୁ ଅଧିକ ଲୋକଙ୍କର ମୃତ୍ୟୁ

ନୂଆଦିଲ୍ଲୀ: ଇରାନର କେରମନ ସହରରେ ଦୁଇଟି ବଡ଼ ବିସ୍ଫୋରଣ ଘଟି ୧୦୩ ଜଣଙ୍କର ମୃତ୍ୟୁ ଘଟିଛି। ୧୭୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଏହି ବିସ୍ଫୋରଣ ଦେଶର ପୂର୍ବତନ ଜେନେରାଲ କାସୀମ ସୁଲେମାନୀଙ୍କ କବର ନିକଟରେ ଘଟିଛି। ଇରାନର ସରକାରୀ ଗଣମାଧ୍ୟମ ରିପୋର୍ଟ କରିଛି ଯେ, ସୋଲେମାନିଙ୍କ ହତ୍ୟାର ଚତୁର୍ଥ ବାର୍ଷିକୀରେ ଆୟୋଜିତ କାର୍ଯ୍ୟକ୍ରମ ସମୟରେ ଏହି ବିସ୍ଫୋରଣ ଘଟିଛି। ଇରାନର ଡେପୁଟି ଗଭର୍ଣ୍ଣର ଏହି ଘଟଣାକୁ ଆତଙ୍କବାଦୀ ଆକ୍ରମଣ ବୋଲି କହିଛନ୍ତି। ୨୦୨୦ ମସିହାରେ ଡ୍ରୋନ୍ ଆକ୍ରମଣରେ ଆମେରିକା ଜେନେରାଲ କାସୀମ ସୁଲେମାନିଙ୍କୁ ହତ୍ୟା କରିଥିଲା। ଇରାନର ସର୍ବୋଚ୍ଚ ନେତା ଅଯତୁଲ୍ଲା ଅଲି ଖାମେନେଙ୍କ ପରେ ସୁଲେମାନି ଦେଶର ସବୁଠାରୁ ଶକ୍ତିଶାଳୀ ବ୍ୟକ୍ତିଙ୍କ ମଧ୍ୟରେ ଗଣାଯାଇଥିଲେ। ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଭିଡିଓରେ ରାସ୍ତାରେ ଅନେକ ମୃତଦେହ ଦେଖିବାକୁ ମିଳିଛି।

Post Views: 76
Share198Tweet124Send
Voice of Victims

Voice of Victims

Recent Posts

  • ସିଭିଲ୍ ସର୍ଭିସେସ୍ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ବଦଳିଲା UPSC ନିୟମ
  • ରାଜସ୍ଥାନରେ ହନିମୁନ୍ ମର୍ଡର ୨.୦, ସ୍ବାମୀକୁ ମାରିବାକୁ ପତ୍ନୀ ରଚିଥିଲା ଭୟଙ୍କର ଷଡ଼ଯନ୍ତ୍ର
  • ୭ଟି ଜିଲ୍ଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର, ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ
  • ବଡ଼ ଦୁର୍ଘଟଣାରୁ ଟଳିଲା, ଚେନ୍ନାଇ ସେଣ୍ଟ୍ରାଲ ଏକ୍ସପ୍ରେସ୍ ଲାଇନଚ୍ୟୁତ
  • ଆଜିଠୁ ନକ୍ସଲମୁକ୍ତ ହେଲା କୋରାପୁଟ ଜିଲ୍ଲା, ଦକ୍ଷିଣପଶ୍ଚିମାଞ୍ଚଳ ଡିଆଇଜି କନୱର ବିଶାଳ ସିଂହଙ୍କ ସୂଚନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In