• About Us
  • Contact Us
Monday, April 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ସମ୍ବଲପୁର ଜିଏମ ବିଶ୍ବବିଦ୍ୟାଳୟରେ ଛାତ୍ରୀ ନିର୍ଯ୍ଯାତନା ଓ ଅସଦାଚରଣ ମାମଲା, ଆସିଷ୍ଟାଣ୍ଟ ପ୍ରଫେସର ଗିରଫ ପରେ ନିଲମ୍ବିତ

by Voice of Victims
July 17, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ସମ୍ବଲପୁର ଜିଏମ ବିଶ୍ବବିଦ୍ୟାଳୟରେ ଛାତ୍ରୀ ନିର୍ଯ୍ଯାତନା ଓ ଅସଦାଚରଣ ମାମଲା, ଆସିଷ୍ଟାଣ୍ଟ ପ୍ରଫେସର ଗିରଫ ପରେ ନିଲମ୍ବିତ

ସମ୍ବଲପୁର : ସମ୍ବଲପୁର ଜିଏମ ବିଶ୍ବବିଦ୍ୟାଳୟରେ ଛାତ୍ରୀ ନିର୍ଯ୍ଯାତନା ଓ ଅସଦାଚରଣ ମାମଲାରେ ଆସିଷ୍ଟାଣ୍ଟ ପ୍ରଫେସର ଗିରଫ । ଏଜୁକେସନ ବିଭାଗର ଆସିଷ୍ଟାଣ୍ଟ ପ୍ରଫେସର ଗୋପୀକାନ୍ତ ସୁନା ଗିରଫ । ଗିରଫ ପରେ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ତାଙ୍କୁ ନିଲମ୍ବନ କରାଯାଇଛି । ୪ ମାସ ତଳେ ଅଭିଯୋଗ ହୋଇଥିବାବେଳେ ଛାତ୍ରୀ ଜଣକ ମହିଳା ଥାନାର ଦ୍ବାରସ୍ଥ ହୋଇଥିଲେ । ଅଭିଯୋଗ ପରେ ଆସିଷ୍ଟାଣ୍ଟ ପ୍ରଫେସର ଗୋପୀକାନ୍ତ ସୁନାକୁ ମହିଳା ପୋଲିସ ଗିରଫ କରିଛନ୍ତି ।

ମହିଳା ପୋଲିସ ଗୋପୀକାନ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ ମଧ୍ୟ କରିଛି । ଏନେଇ ପୋଲିସ କେବଳ ଏକ ପ୍ରେସ ରିଲିଜ ଜାରି କରିଛି l ଗୋପିକାନ୍ତ ନିଜ ବିଭାଗର ଜଣେ ଦ୍ୱିତୀୟ ବର୍ଷର ଛାତ୍ରୀଙ୍କୁ ବିବାହ ର ପ୍ରତିଶୃତି ଦେଇ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିବା ନେଇ ଛାତ୍ରୀ ଜଣକ ଅଭିଯୋଗ କରିଥିଲେ l ବିବାହ ପାଈଁ ମନା କରିବାରୁ ଛାତ୍ରୀ ଜଣକ ୪ମାସ ତଳେ ଏନେଇ ମହିଳା ଥାନାରେ ଅଭିଯୋଗ କରିଥିଲେ l ଏହି ଅଭିଯୋଗ ଆଧାରରେ ଅଧ୍ୟାପକଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି l

Post Views: 95
Share197Tweet123Send
Voice of Victims

Voice of Victims

Recent Posts

  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା
  • ଭାରତକୁ ପାକିସ୍ତାନର ଧମକ, ଦୁଃସାହସ କଲେ ଆମେ କୋଲକାତା ପର୍ଯ୍ୟନ୍ତ ଆକ୍ରମଣ କରିବୁ
  • ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀ ପ୍ରଭାବ, ୮ ତାରିଖ ଯାଏ କାଳବୈଶାଖୀ ସମ୍ଭାବନା
  • ‘ସ୍ୱ-ଗଣନା’ ପ୍ରକ୍ରିୟାରେ ଭାଗ ନେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଏଣିକି e-KYC ବିନା ମିଳିବନି ସିଲିଣ୍ଡର, ଓଡ଼ିଶାରେ ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In