• About Us
  • Contact Us
Monday, March 9, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଖାତାକୁ ଗଲା ସୁଭଦ୍ରା ଟଙ୍କା: ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

by Voice of Victims
March 8, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ସୁଭଦ୍ରାକୁ ନେଇ ବଡ଼ ଖବର; ଏକାଥରେ ମିଳିବ ସୁଭଦ୍ରାର ୩ କିସ୍ତି ଟଙ୍କା

ପୁରୀ: ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା । ପୁରୀ ତାଳବଣିଆ ଠାରେ ଆୟୋଜିତ ବିଶାଳ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ହିତାଧିକାରୀଙ୍କ ବ୍ୟାଙ୍କ୍‌ ଖାତାକୁ ଏହି ଟଙ୍କା ପଠାଇଛନ୍ତି । ରାଜ୍ୟର ୧ କୋଟି ୨ ଲକ୍ଷରୁ ଅଧିକ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିସହିତ ଚଳିତ ଥର ୨ ଲକ୍ଷ ୧୩ ହଜାର ନୂଆ ହିତାଧିକାରୀ ମଧ୍ୟ ସୁଭଦ୍ରା ଯୋଜନାରେ ସାମିଲ ହୋଇଛନ୍ତି। ମୋଟ ୧ କୋଟି ୨ ଲକ୍ଷ ୧୨ ହଜାର ୬୬୫ ଜଣ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ଦିଆ ଯାଇଛି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।

ସେ କହିଛନ୍ତି, ୫ ହଜାର କୋଟିରୁ ଅଧିକ ଟଙ୍କା ସିଧା ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯାଇଛି। ଏବେସୁଦ୍ଧା ମୋଟ ୧ କୋଟି ୧୨ ଲକ୍ଷ ୫୭ ହଜାର ୬୬୭ଜଣ ଆବେଦନ କରିଛନ୍ତି। ଯୋଗ୍ୟ ୧ କୋଟି ୨ ଲକ୍ଷ ୧୨ ହଜାର ୬୬୫ ଜଣ ହିତାଧିକାରୀଙ୍କ ମଧ୍ୟରେ ୨ ଲକ୍ଷ ୧୩ ହଜାର ୧୯୮ଜଣ ନୂଆ ହିତାଧିକାରୀ ଯୋଡି ହୋଇଛନ୍ତି। ସୁଭଦ୍ରା ଗ୍ରୀଭାନ୍ସ ପୋର୍ଟାଲରେ ଆସିଥିବା ଅଭିଯୋଗ ଆଧାରରେ ଯାଞ୍ଚ କରାଯାଇ ଆଉ ୩୬ ହଜାର ୩୮୫ଜଣ ସୁଭଦ୍ରା ଟଙ୍କା ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଏପ୍ରିଲ ମାସରେ ଯାହାକୁ ୨୧ ବର୍ଷ ହେବ ସେମାନେ ଆବେଦନ କରିବେ । ଯେଉଁମାନେ ୨୧ ବର୍ଷ ସେମାନଙ୍କ ପାଇଁ ଏହା ଦ୍ବିତୀୟ କିସ୍ତି।

Post Views: 19
Share198Tweet124Send
Voice of Victims

Voice of Victims

Recent Posts

  • ବୃହତ ବିଜୟ ସହ ଟାଇଟେଲ ହାତେଇଲା ଭାରତ
  • ପଶ୍ଚିମବଙ୍ଗ ପ୍ରଶାସନ ଉପରେ ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା
  • ଖାତାକୁ ଗଲା ସୁଭଦ୍ରା ଟଙ୍କା: ବାଣ୍ଟିଲେ ମୁଖ୍ୟମନ୍ତ୍ରୀ
  • ସାଇ ରମଣଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷକ ସଂଘ
  • ସାଂସଦ ଏବଂ ଜିଲ୍ଲାପାଳଙ୍କ ପର୍ଯ୍ୟଟନ ପୀଠସ୍ଥଳୀ ପରିଦର୍ଶନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In