• About Us
  • Contact Us
Tuesday, October 20, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଅନ୍ତର୍ଜାତୀୟ ବାଲୁକା କଳା ଚାମ୍ପିଅନସିପରେ ସୁଦର୍ଶନ ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ

by Voice of Victims
July 13, 2024
in ଦେଶ ବିଦେଶ, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଅନ୍ତର୍ଜାତୀୟ ବାଲୁକା କଳା ଚାମ୍ପିଅନସିପରେ ସୁଦର୍ଶନ ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ

ଭୁବନେଶ୍ୱର: ରୁଷିଆର ସେଣ୍ଟ ପିଟର୍ସବର୍ଗ ଠାରେ ଆୟୋଜିତ ଆୟୋଜିତ ଅନ୍ତର୍ଜାତୀୟ ବାଲୁକା କଳା ଚାମ୍ପିଅନସିପରେ ବିଶିଷ୍ଟ ବାଲୁକା ଶିଳ୍ପୀ ବିଜୟୀ ହୋଇ ସ୍ଵର୍ଣ୍ଣ ପଦକ ହାସଲ କରିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ପ୍ରତିଭା ତାଙ୍କୁ ବ୍ୟକ୍ତିଗତ ଭାବେ ପ୍ରତିଷ୍ଠା ଦେଇଥିବା ବେଳେ ସାରା ଓଡ଼ିଶାକୁ ଗର୍ବିତ କରିଛି। ସେ ଓଡ଼ିଶାର ଓ ସାରା ଦେଶର ଗର୍ବ ଓ ଗୌରବ। ଅନେକ ଜାତୀୟ ଓ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ବିଜୟୀ ହୋଇ ସେ ବାଲୁକା କଳାରେ ନିଜର ପରାକାଷ୍ଠା ଦେଖାଇ ଚାଲିଛନ୍ତି। ଆଗାମୀ ଦିନରେ ସେ ଆହୁରି ପ୍ରତିଷ୍ଠା ହାସଲ କରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

Post Views: 55
Share199Tweet125Send
Voice of Victims

Voice of Victims

Recent Posts

  • ଭବ୍ୟ ସମାରୋହରେ ପାଳିତ ହେଲା ଦାଣ୍ଡିଆ ନାଇଟ୍ସ 2026
  • ଜେଲ୍‌ରେ ଲରେନ୍ସ ବିଷ୍ନୋଇ, ବାହାରେ ଗ୍ୟାଙ୍ଗର ରାଜ୍‌! କିଏ ଚଳାଉଛି ଅପରାଧ ସାମ୍ରାଜ୍ୟ?
  • ଆଜି ଶକ୍ତିପୀଠରେ ଦଶହରା, ପୂଜାମଣ୍ଡପରେ ମହାନବମୀ
  • ଆସନ୍ତା ୨୪ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା, ଅବପାତ ନା ବାତ୍ୟା?
  • ବୀରାଷ୍ଟମୀ ରେ ବାଲେଶ୍ଵରରେ ପ୍ରସିଦ୍ଧ ବାଡିଖେଳ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In