• About Us
  • Contact Us
Friday, August 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ନରସିଂହପୁର କ୍ଲଷ୍ଟରରେ ସୁରଭି ଉଦଯାପିତ

by Voice of Victims
October 3, 2024
in ଆଞ୍ଚଳିକ ଖବର, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ନରସିଂହପୁର କ୍ଲଷ୍ଟରରେ ସୁରଭି ଉଦଯାପିତ

ରଣପୁର (ଭିଓଭି): ରଣପୁର ବ୍ଲକ ନରସିଂହପୁର ନରସିଂହପୁର କ୍ଲଷ୍ଟରରେ ସୁରଭି କାର୍ଯ୍ୟକ୍ରମ ସାଧନ କେନ୍ଦ୍ର ସଂଯୋଜକ ସୁଶୀଲ କୁମାର ରଣାଙ୍କ ତତ୍ୱାବଧାନରେ ନରସିଂହପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଧୂମଧାମ ସହ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ନରସିଂହପୁର ଗ୍ରାମ ପଞ୍ଚାୟତ ସରପଞ୍ଚ ଝୁନୁବାଳା ରଣସିଂହ, ମୁଖ୍ୟବକ୍ତା ଭାବେ ନୟାଗଡ ଜିଲ୍ଲା ଓୟୁଜେ ସଭାପତି ତଥା ବରିଷ୍ଠ ସାମ୍ବାଦିକ ବିଶ୍ୱରଂଜନ ଆଚାର୍ଯ୍ୟ, ସମ୍ମାନିତ ଅତିଥି ଭାବେ ନରସିଂହପୁର ସମିତିସଭ୍ୟା ଗୀତାଞ୍ଜଳି ସାହୁ, ଗୌରାଙ୍ଗପୁର ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ବିଦେଶୀନି ପତି, ନରସିଂହପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ଅଶୋକ କୁମାର ଦାଶ, ନରସିଂହପୁର ଉଚ୍ଚ ବିଦ୍ୟାଳୟର ଅତିଥି ଶିକ୍ଷକ ଫକୀର ଚରଣ ନାୟକ, ନରସିଂହପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଜୟ କୁମାର ସାହୁ, ହଂସରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନୀଳାଦ୍ରି ସୁବୁଦ୍ଧି ପ୍ରମୁଖ ଯୋଗ ଦେଇଥିଲେ ।

ନରସିଂହପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟତ୍ରୀ ସରୋଜିନୀ ମଙ୍ଗରାଜଙ୍କ ଦ୍ୱାରା ପ୍ରସ୍ତୁତ ସ୍ୱାଗତ ସଙ୍ଗୀତ ଓ ସ୍ୱାଗତ ନୃତ୍ୟ ମାଧ୍ୟମରେରେ ଅତିଥିଙ୍କୁ ସ୍ୱାଗତ କରାଯାଇଥିଲା । ଏହା ପରେ ଛାତ୍ରଛାତ୍ରୀମାନେ ଅତିଥିମାନଙ୍କୁ ଫୁଲ ଚନ୍ଦନ, ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ପ୍ରଦାନ କରି ସମ୍ମାନିତ କରାଯାଇଥିଲା । ସାମନ୍ତରାପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁକାନ୍ତ କୁମାର ବେହେରା ଅତିଥି ପରିଚୟ ପ୍ରଦାନ କରିଥିଲେ | ଅତିଥିମାନଙ୍କ ଅଭିଭାଷଣ ପରେ ସୁରଭି କାର୍ଯ୍ୟକ୍ରମଙ୍କୁ ଆନୁଷ୍ଠାନିକ ଭାବେ ଅତିଥିଙ୍କ ଦ୍ୱାରା ଉଦଘାଟନ କରାଯାଇଥିଲା ।

Post Views: 43
Share199Tweet124Send
Voice of Victims

Voice of Victims

Recent Posts

  • ଘୂର୍ଣ୍ଣିବଳୟ ପ୍ରଭାବ, ଆଜିଠୁ ଦୁଇଦିନ ପ୍ରବଳରୁ ଅତିପ୍ରବଳ ବର୍ଷା
  • ହସ୍ତତନ୍ତ ଦିବସରେ ପିଏମ୍ ମୋଦିଙ୍କ ଆହ୍ୱାନ, ହସ୍ତଶିଳ୍ପକୁ ପ୍ରୋତ୍ସାହିତ କରିବାକୁ କଲେ ନିବେଦନ
  • ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫୋନରେ କଥା ହେଲେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତନ୍ୟାହୁ
  • ସ୍ମୃତି, ସମ୍ମାନ ଓ ସ୍ୱାଗତର ମିଳନ: ରାଜସୁନାଖଳା ଡାଏଟରେ ଆୟୋଜିତ ସମ୍ବର୍ଦ୍ଧନା ସଭା
  • ରଣପୁରରେ ୮୦ତମ ସ୍ୱାଧୀନତା ଦିବସ ପାଇଁ ବ୍ଲକ ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In