ଗର୍ଭବତୀଙ୍କୁ ଆଉ ୫ ହଜାର ନୁହେଁ, ମିଳିବ ୧୦ ହଜାର ଟଙ୍କା
ଭୁବନେଶ୍ବର: ମମତା ଯୋଜନା ସହାୟତା ରାଶି ୨ଗୁଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ମମତା ଯୋଜନାରେ ଗର୍ଭବତୀ ମହିଳାମାନଙ୍କୁ ୨ଟି କିସ୍ତିରେ ୫ ହଜାର ଟଙ୍କା ପ୍ରଦାନ କରାଯାଉଥିଲା। ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ ନୂଆ ନିଷ୍ପତ୍ତି ...
