ବିଜେଡିର ତୃତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକାରେ ୩ ବିଧାୟକଙ୍କୁ ରିପିଟ୍, ୪ ନୂଆ ମୁହଁ
ଭୁବନେଶ୍ବର: ବିଜେଡି ତାହାର ତୃତୀୟ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏଥିରେ ଏଥିରେ ଦଳ ୩ ଜଣ ବିଧାୟକଙ୍କୁ ରିପିଟ୍ କରିଥିବା ବେଳେ ଚାରି ଜଣ ନୂଆ ମୁହଁକୁ ପ୍ରାର୍ଥୀ କରିଛି। ଯେଉଁ ବିଧାୟକମାନଙ୍କୁ ଦଳ ରିପିଟ୍ କରିଛି ସେମାନେ ...
