ରାଜ୍ୟରେ ୭୯,୬୭୧ ହେକ୍ଟର ଚାଷ ଜମି ପ୍ରଭାବିତ
ଭୁବନେଶ୍ୱର: ବାତ୍ୟା ଦାନା ପ୍ରଭାବରେ ପ୍ରବଳ ବର୍ଷା ଯୋଗୁଁଁ ପ୍ରାଥମିକ ଆକଳନରେ ରାଜ୍ୟରେ ୭୯,୬୭୧ ହେକ୍ଟର ଚାଷ ଜମି ପ୍ରଭାବିତ ହୋଇଛି। କେନ୍ଦ୍ରାପଡା ଜିଲାରେ ୨୩ହଜାର ହେକ୍ଟର ଚାଷ ଜମି କ୍ଷତିଗ୍ରସ୍ତ ହୋଇଛି। ଏଠାରେ ରାଜକନିକା, ଆଳି ଓ ମହାକାଳପଡା ବ୍ଲକରେ ...
