ସ୍ପଷ୍ଟ ହେଲା ବାତ୍ୟା ଚିତ୍ର, ପ୍ରବଳ ବର୍ଷିବ
ଭୁବନେଶ୍ବର: ଶେଷରେ ଅନୁମାନ ସତ ହେଲା। ବଙ୍ଗୋପସାଗରରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ବାତ୍ୟା ସମ୍ଭାବନା ସୃଷ୍ଟି ହୋଇଛି। କାରଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଶେଷର ଗଭୀର ଅବପାତରେ ପରିଣତ ହୋଇଛି। ଏଥିସହିତ ଏହା ଧିରେଧିରେ ବଳିଷ୍ଠ ହେବାରେ ମଧ୍ୟ ଲାଗିଛି। ଯାହା ...
