ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା, ୬ ଜଣଙ୍କୁ ଗିରଫ କଲା ପୋଲିସ
ଭୁବନେଶ୍ବର: ଜଣେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ପରେ ବ୍ଲାକମେଲିଂ କରିବା ଅଭିଯୋଗ ପରେ ୬ ଜଣ ଅଭିଯୁକ୍ତଙ୍କୁ କଟକ ପୋଲିସ ଗରିଫ କରିଛି। ୬ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଏହି ଅଭିଯୁକ୍ତମାନେ ହେଲେ ଝାଞ୍ଜିରିମଙ୍ଗଳା ଅଞ୍ଚଳର ...
