ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ଅଘଟଣ, ୮ ଗୁରୁତର
ଭୁବନେଶ୍ବର: ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟର ୫ନଂ ବ୍ଲାଷ୍ଟ ଫର୍ଣ୍ଣେସରେ ଅଘଟଣ ଘଟିଛି। ପ୍ଲାଣ୍ଟରେ ବିଷାକ୍ତ ଗ୍ୟାସ ଲିକ୍ ହେବା ଯୋଗୁ ୮ ଜଣ ଶ୍ରମିକ ଗୁରୁତର ହୋଇଛନ୍ତି। ଗୁରୁତର ଶ୍ରମିକଙ୍କୁ ଇସ୍ପାତ ଜେନେରାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସମସ୍ତେ ଆଇସିୟୁରେ ଥିବା ...
