ରାଷ୍ଟ୍ରପତିଙ୍କୁ ଭେଟି ନବନିର୍ବାଚିତ ସଂସଦଙ୍କ ତାଲିକାର ନକଲ ପ୍ରଦାନ କଲେ ମୁଖ୍ୟ ନିର୍ବାଚନ ଆୟୁକ୍ତ
ନୂଆଦିଲ୍ଲୀ: ଗୁରୁବାର ଅପରାହ୍ନ ସାଢ଼େ ୪ଟାରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାରଙ୍କ ସହ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାର ଓ ଡ. ସୁଖବୀର ସିଂହ ସାନ୍ଧୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ଏହି ଅବସରରେ ଜନପ୍ରତିନିଧି ଆଇନ, ୧୯୫୧ର ଧାରା ...
