ଏନଡିଏ ବୈଠକ ପରେ ଆଜି ସରକାର ଗଠନ ପାଇଁ ଦାବି ଉପସ୍ଥାପନ କରିବେ ପ୍ରଧାନମନ୍ତ୍ରୀ ମୋଦୀ
ନୂଆଦିଲ୍ଲୀ: ଆଜି ବିଜେପି ନେତୃତ୍ୱାଧୀନ ନ୍ୟାସନାଲ ଡେମୋକ୍ରାଟିକ୍ ଆଲାଇନ୍ସ (ଏନଡିଏ) ର ବୈଠକ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିପାରନ୍ତି। ସୂଚନା ଅନୁଯାୟୀ ଏହି ସମୟ ମଧ୍ୟରେ ପିଏମ ମୋଦୀ ସରକାର ଗଠନ ପାଇଁ ସମର୍ଥନ ପତ୍ର ...
