ସମ୍ଭାବ୍ୟ ବାତ୍ୟା ‘ଦାନା’ କୁ ନେଇ କୃଷି ବିଭାଗର ବୈଠକ, କୃଷକଙ୍କ ପାଇଁ ଜାରୀ ହେଲା ଜରୁରୀ ନମ୍ବର
ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏକ ବିପର୍ଯ୍ୟୟ ପ୍ରସ୍ତୁତି ବୈଠକ ଆଜି କୃଷି ଭବନସ୍ଥିତ ବୋର୍ଡରୁମରେ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ସମସ୍ତ ...
