ଏଣିକି ବିଲିଡିଂ ପ୍ଲାନ ମାସେ ଓ ଟ୍ରେଡ ଲାଇସେନସ ଗୋଟିଏ ଦିନରେ ମିଳିବ
ଭୁବନେଶ୍ବର: ଗୃହ ଓ ନଗର ଉନ୍ନୟନ ବିଭାଗ ଦ୍ଵାରା ପ୍ରଦାନ କରାଯାଉଥିବା ଆଉ ପାଞ୍ଚଗୋଟି ସେବାକୁ ରାଜ୍ୟ ସରକାର ଓଡ଼ିଶା ଲୋକସେବା ଅଧିକାର ଅଧିନିୟମ, ୨୦୧୨ରେ ଅନ୍ତର୍ଭୁକ୍ତ କରିବେ। ଏହା କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ...
