ଜୁଲାଇ ୩ ରୁ ଅମରନାଥ ଯାତ୍ରା ଆରମ୍ଭ, ଏମାନଙ୍କୁ ମିଳିବନି ଅନୁମତି…
ନୂଆଦିଲ୍ଲୀ: ଅମରନାଥ ଯାତ୍ରା କରିବାକୁ ଚାହୁଁଥିବା ଶ୍ରଦ୍ଧାଳୁଙ୍କ ପାଇଁ ଖୁସି ଖବର । ଚଳିତବର୍ଷ ଅମରନାଥ ଯାତ୍ରା ପାଇଁ ସରକାର ତାରିଖ ଘୋଷଣା କରିଛନ୍ତି । ମାତା ବୈଷ୍ଣୌଦେବୀ ଶ୍ରୀଇନ ବୋର୍ଡ କମିଟି ବୈଠକର ନିଷ୍ପତ୍ତି ମୁତାବକ ଜୁଲାଇ ୩ ତାରିଖରୁ ...
