ଟିମ୍ ଇଣ୍ଡିଆକୁ ଆଉ ଏକ ଝଟକା!, ବର୍ଡର-ଗାଭାସ୍କର ଟ୍ରଫି ପୂର୍ବରୁ ଆହତ ହେଲେ କେଏଲ ରାହୁଲ
ନୂଆଦିଲ୍ଲୀ: ସମସ୍ତ ଭାରତୀୟ ଏବଂ ଅଷ୍ଟ୍ରେଲିୟ ପ୍ରଶଂସକ ଉତ୍ସାହର ସହିତ ବର୍ଡର-ଗାଭାସ୍କର ଟ୍ରଫିକୁ ଅପେକ୍ଷା କରିଛନ୍ତି। ଯେଉଁଥିରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍ ଖେଳାଯିବ। ପ୍ରଥମ ଟେଷ୍ଟ ମ୍ୟାଚ୍ 22 ରୁ 26 ନଭେମ୍ବର ...
