କ୍ଷମା ମାଗିଲେ ସମ୍ବିତ ପାତ୍ର: କହିଲେ, ମୋ ଭୁଲ୍ ପାଇଁ ୩ ଦିନ ଉପବାସ କରିବି
ଭୁବନେଶ୍ୱର:ଓଡିଶାର ପୁରୀ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ସମ୍ମିତ ପାତ୍ର ପ୍ରଭୁ ଜଗନ୍ନାଥଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭକ୍ତ ବୋଲି କହି କ୍ଷମା ମାଗିଛନ୍ତି। ସେ କହିଛନ୍ତି, ମୁଁ ଅନୁତାପ କରିବାକୁ ଆଗାମୀ ୩ ଦିନ ଉପବାସ କରିବି। ସମ୍ବିଟ ...
