ଜେଲରୁ ବାହାରିବେ ଅରବିନ୍ଦ କେଜ୍ରିୱାଲ, ଜୁନ୍ ୧ ଯାଏଁ ଅନ୍ତରୀଣ ଆଶ୍ଵସ୍ତି ଦେଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟି (ଏଏପି) ମୁଖ୍ୟ ଅରବିନ୍ଦ କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଆଶ୍ଵସ୍ତି ମିଳିଛି। ସୁପ୍ରିମକୋର୍ଟ ଆଜି କେଜ୍ରିୱାଲଙ୍କୁ ଜୁନ୍ ୧ ତାରିଖ ପର୍ଯ୍ୟନ୍ତ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ଶୁଣାଣି ସମୟରେ କୋର୍ଟ ସମସ୍ତ ...
