ଦୂରଦୃଷ୍ଟି ଓ ସଂକଳ୍ପର ରାଷ୍ଟ୍ରନେତା ଅଟଳ ବିହାରୀ ବାଜପେୟୀ
ନୂଆଦିଲ୍ଲୀ : ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କର ୧୦୦ ତମ ଜନ୍ମବାର୍ଷିକୀ। ଏହି ଅବସରରେ ସବୁଠି ସ୍ଵତନ୍ତ୍ର ଆୟୋଜନ କରାଯାଇଛି। ଆଜି ସୈଦେବ ଅଟଳ ସ୍ମାରକୀରେ ଦୂରଦୃଷ୍ଟି ଓ ସଂକଳ୍ପର ରାଷ୍ଟ୍ରନେତାଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ...
