ବିଧାୟକ ଭାବେ ଶପଥ ନେଲେ ମୁଖ୍ୟମନ୍ତ୍ରୀ, ଉପ-ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର: ଆଜି ଓଡିଶା ବିଧାନସଭାରେ ନବ ନିର୍ବାଚିତ ବିଧାୟକମାନଙ୍କ ଶପଥ ଗ୍ରହଣ ଆରମ୍ଭ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମେ ଶପଥ ନେଇଥିବା ବେଳେ ପରେ ପରେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ ଏବଂ ପ୍ରଭାତୀ ପରିଡା ମଧ୍ୟ ...
