କଥାରେ ନୁହେଁ କାମରେ ବିଶ୍ୱାସ କରନ୍ତି ମୁଖ୍ୟମନ୍ତ୍ରୀ :ପାଣ୍ଡିଆନ
ଭୁବନେଶ୍ୱର: ପଦ୍ମପୁରରେ ବିଜେଡି ପ୍ରାର୍ଥୀଙ୍କ ଭିକେ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର । ଜନସଭାକୁ ସମ୍ବୋଧିତ କରି ପାଣ୍ଡିଆନ କହିଛନ୍ତି, ଏତେ ସଂଖ୍ୟାରେ ଜନସମାବେଶ ଦେଖି ବିରୋଧୀ ଦଳର ସାଂସଦ ପ୍ରାର୍ଥୀଙ୍କ ନିନ୍ଦ ଭାଙ୍ଗିଯାଇଛି । ପଦ୍ମପୁରରେ ବିକାଶ ମୂଳକ କାମର ହିସାବ ...
