୧୨ ଲକ୍ଷ ପର୍ଯ୍ୟନ୍ତ ଆୟ କର ଛାଡ଼କୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱାଗତ, ଅର୍ଥମନ୍ତ୍ରୀଙ୍କୁ ଜଣାଇଲେ କୃତଜ୍ଞତା
ଭୁବନେଶ୍ୱର : ମଧ୍ୟବିତ୍ତଙ୍କ ପାଇଁ ସରକାରଙ୍କ ବଡ଼ ଘୋଷଣା । ଇନକମ୍ ଟ୍ୟାକ୍ସକୁ ନେଇ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଯେଉଁଥିରେ ୧୨ ଲକ୍ଷ ଆୟ ପର୍ୟ୍ୟନ୍ତ ଟ୍ୟାକ୍ସ ଛାଡ କରିଛନ୍ତି କେନ୍ଦ୍ର ସରକାର । ଏହାସହ ୧୨ରୁ ...
