ଚିଲିକା ବିଧାନସଭା ଆସନ: ବିଜେଡ଼ିର ବଢିଲା ଆଶା, କ୍ରମାଗତ ୩ଟି ରାଉଣ୍ଡରେ ବିଜେଡ଼ି ଆଗୁଆ
ଭୁବନେଶ୍ଵର: ଚିଲିକା ବିଧାନସଭା ଆସନ ପାଇଁ ଏପର୍ଯ୍ୟନ୍ତ ୧୩ ତମ ରାଉଣ୍ଡ ଫଳାଫଳ ହସ୍ତଗତ ହୋଇଛି। ଏହି ରାଉଣ୍ଡରେ ବିଜେପି ଏକ ବଡ ଅଗ୍ରଣୀ ହାସଲ କରିଛି। ୧୩ ତମ ରାଉଣ୍ଡରେ ବିଜେପି ପ୍ରାର୍ଥୀ ପୃଥ୍ବୀରାଜ ହରିଚନ୍ଦନ ଠାରୁ ବିଜେଡ଼ି ପ୍ରାର୍ଥୀ ...
