ଦୂର ହେଲା ରାଜ୍ୟସଭା ଉପନିର୍ବାଚନ ପ୍ରାର୍ଥୀଙ୍କୁ ନେଇ ଥିବା ଦ୍ବନ୍ଦ, ପ୍ରାର୍ଥୀପତ୍ର ପ୍ରତ୍ୟାହାର କଲେ ଜଗନ୍ନାଥ ପ୍ରଧାନ
ଭୁବନେଶ୍ବର: ସବୁ କଳ୍ପନାଜଳ୍ପନାକୁ ପଛରେ ପକାଇ ଶେଷରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର କଲେ ବିଜେପି ନେତା ଜଗନ୍ନାଥ ପ୍ରଧାନ। ଆଜି ସେ ବିଧାନସଭା ଯାଇ ତାଙ୍କର ପ୍ରାର୍ଥୀପତ୍ର ପ୍ରତ୍ୟାହାର କରି ନେଇଛନ୍ତି। ଜଗନ୍ନାଥ ବିଜେପି ନେତା ହୋଇଥିଲେ ମଧ୍ୟ ସେ ସ୍ବାଧୀନ ଭାବେ ...
