ସକାଳ ପାହିଲେ ନିର୍ବାଚନ ଫଳାଫଳ, ଆଶା ଆଶଙ୍କାରେ ନେତା ଓ କର୍ମୀ
ଭୁବନେଶ୍ବର: ଆସନ୍ତାକାଲି ମଙ୍ଗଳବାରରେ ବହୁ ପ୍ରତୀକ୍ଷିତ ତଥା ବହୁ ଲୋକଙ୍କ ଜୀଜ୍ଞାଶାର ପୂର୍ଣ୍ଣଛେଦ ପଡିବ। କାରଣ ଆସନ୍ତାକାଲି ଆସିବ ଭୋଟ ଗଣତିର ଫଳାଫଳ। କିଏ ଜିତିବ କିଏ ହାରିବ ତାହା ଆସନ୍ତାକାଲି ଜଣାପଡିବ। ଦୀର୍ଘ ଦିନ ଧରି ଖରାରେ ଟଙ୍କା ଖର୍ଚ୍ଚ ...
