ବିକଶିତ ଗାଁ, ବିକଶିତ ଓଡ଼ିଶା ମାର୍ଗଦର୍ଶିକା ଜାରି
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମଝୀଙ୍କ ସରକାରଙ୍କ ପକ୍ଷରୁ ବିକଶିତ ଗାଁ, ବିକଶିତ ଓଡ଼ିଶା’ ପାଇଁ ବିସ୍ତୃତ ମାର୍ଗଦର୍ଶିକା ଜାରି କରାଯାଇଛି। ଜିଲ୍ଲାପାଳ ଓ ବିଡିଓଙ୍କୁ ଏହି ମାର୍ଗଦର୍ଶିକା ପଠାଯାଇଛି । ଆସନ୍ତା ଫେବ୍ରୁଆରି ମାସ ୧୫ ତାରିଖ ସୁଦ୍ଧା ପ୍ରତି ...
