ଏଣିକି ପ୍ରାଥମିକ ଓ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ମିଳିବ ଡାଇଲିସିସ୍, ସିଟି ସ୍କାନ ଓ ଏମ୍ଆର୍ଆଇ ସୁବିଧା
ଭୁବନେଶ୍ୱର: ରାଜ୍ୟର ପ୍ରତ୍ୟେକ ଜିଲ୍ଲାରେ ଥିବା ପ୍ରାଥମିକ ଓ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଏଣିକି ଡାଇଲିସିସ୍, ସିଟି ସ୍କାନ ଓ ଏମ୍ଆର୍ଆଇ ଭଳି ପରୀକ୍ଷଣ ସୁବିଧା ସରକାରୀ-ବେସରକାରୀ ସହଭାଗୀତା (PPP) ମାଧ୍ୟମରେ ଉପଲବ୍ଧ ହେବ ଏବଂ ଏଥିରେ ନିୟୋଜିତ ହେବାକୁ ଥିବା ଡାକ୍ତର ...
