ଏୟାରଲାଇନ୍ସ ସର୍ଭରରେ ବୈଷୟିକ ତ୍ରୁଟି ଯୋଗୁଁ ୩ କମ୍ପାନୀର ସେବା ବ୍ୟାହତ
ନୂଆଦିଲ୍ଲୀ: ବିମାନ ସେବା ଯୋଗାଉଥିବା ତିନୋଟି ବିମାନ କମ୍ପାନୀର ସର୍ଭରଗୁଡ଼ିକ ପ୍ରମୁଖ ବୈଷୟିକ ତ୍ରୁଟିର ସମ୍ମୁଖୀନ ହୋଇଛନ୍ତି। ଇଣ୍ଡିଗୋ, ଆକାଶ ଏୟାର ଏବଂ ସ୍ପାଇସ୍ଜେଟ ଏୟାରଲାଇନ୍ସ ସମଗ୍ର ବିଶ୍ୱର ଅନେକ ବିମାନବନ୍ଦରରେ ଓ୍ବେବ୍ ଚେକ ଇନ୍ରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହି ...
