କାଳବୈଶାଖୀ ଯୋଗୁଁ ମୁଖ୍ୟମନ୍ତ୍ରୀଙ୍କ ହେଲିକାପ୍ଟର କରିପାରିଲାନି ଅବତରଣ, ଗଲା ଝାରସୁଗୁଡା
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଏକ ବଡ ବିପଦରୁ ରକ୍ଷା ପାଇଛନ୍ତି। ଆଜି କାଳବୈଶାଖୀ ଯୋଗୁଁ ମୁଖ୍ୟମନ୍ତ୍ରୀଙ୍କ ହେଲିକାପ୍ଟର ଭୁବନେଶ୍ବରରେ ଅବତରଣ କରିପାରିଲା ନାହିଁ। ବହୁ ସମୟ ଧରି ଭୁବନେଶ୍ବର ଆକାଶରେ ଉଡିବା ପରେ ...
