୩୧ରେ ସରୁଛି ଇ-କେଓ୍ବାଇସି ଦାଖଲ, ତା ପୂର୍ବରୁ ରାସନକାର୍ଡ ଫେରାନ୍ତୁ ଅଯୋଗ୍ୟ ହିତାଧିକାରୀ: ମନ୍ତ୍ରୀ
ଭୁବନେଶ୍ୱର : ରାସନ କାର୍ଡରେ ଇ-କେଓ୍ବାଇସି ନେଇ ବଡ ଅପଡେଟ୍ ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଜାନୁଆରୀ ୩୧ରେ ଇ କେୱାଇସି ଶେଷ ହେବ । ଯେଉଁମାନେ ରାସନ ପାଇଁ ଅଯୋଗ୍ୟ ହୋଇ ମଧ୍ୟ, ଏହାର ଫାଇଦା ...
