ଓଡ଼ିଶାରେ ଭୂମିକମ୍ପ, ଲାଗିଛି ହାଲକା ଝଟକା
ଭୁବନେଶ୍ବର: ଓଡ଼ିଶାରେ ମୃଦୁ ଭୂକମ୍ପ ଝଟକା । ସକାଳ ୬ଟା୧୦ମିନିଟରେ ଭୂମିକମ୍ପ ଅନୂଭୁତ ହୋଇଛି । ବଙ୍ଗୋପସାଗରେ ଭୂକମ୍ପର କେନ୍ଦ୍ରସ୍ଥଳର ରହିଥିବାବେଳେ ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୫.୧ ରହିଛି । ଭୂକମ୍ପ ଝଟକାରେ ଥରିଲା ରାଜଧାନୀ ଭୁବନେଶ୍ବର । ୨ରୁ ...
